ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଆରମ୍ଭ
ପୁରୀ : ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ସମ୍ଭାବ୍ୟ ବାତ୍ୟାକୁ ନେଇ ପୁରୀ ପ୍ରଶାସନ ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଛି । ଖୁବ୍ ବେଗରେ ପବନ ବୋହିବା ଆଶଙ୍କା ଥିବାରୁ ମତ୍ସଜିବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ନିମନ୍ତେ ପରାମର୍ଶ ଦିଆଯାଇଛି । ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ!-->…
Read More...
Read More...