କ୍ୟାବିନେଟରେ ୧୦ ପ୍ରସ୍ତାବକୁ ମଂଜୁରୀ, ପ୍ରତି ପଞ୍ଚାୟତରେ ହେବ ଆଦର୍ଶ ବିଦ୍ୟାଳୟ
ଭୁବନେଶ୍ଵର,: ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ। ଆଦର୍ଶ ବିଦ୍ୟାଳୟ ପ୍ରସ୍ତାବକୁ କ୍ୟାବିନେଟ ମୋହର। ପ୍ରତି ପଞ୍ଚାୟତରେ ହେବ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ। ନାମ ରହିବ ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ। ବିକଶିତ ଗାଁ, ବିକଶିତ ଓଡ଼ିଶାକୁ ମଞ୍ଜୁରୀ। ଷୋଡ଼ଶ ଅର୍ଥ କମିଶନଙ୍କ!-->…
Read More...
Read More...