ଶ୍ରୀମନ୍ଦିର ସମସ୍ତ ଦ୍ୱାରଦେଇ ଯିବାକୁ ପୁରୀ ବାସିନ୍ଦାଙ୍କୁ ପ୍ରବେଶ ଅନୁମତି ଦାବି
ପୁରୀ,୨୬/୧୦- ଶ୍ରୀମନ୍ଦିର ସମସ୍ତ ଦ୍ୱାର ପଟେ ପୁରୀ ବାସିନ୍ଦାଙ୍କୁ ପ୍ରବେଶ ଅନୁମତି ଦାବି କରିଛି ଶ୍ରୀଜଗନ୍ନାଥ ସେନା । ଏହି ମର୍ମ ରେ ଏକ ସ୍ମାରକପତ୍ର ପୋଲିସ ଡିଜିଙ୍କୁ ପୁରୀ ଏସପିଙ୍କ ଜରିଆରେ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଦିଆଯାଇଛି । ଶ୍ରୀଜଗନ୍ନାଥ ସେନା କହିଛି ଯେ ପୁରୀ ବାସିନ୍ଦାଙ୍କ!-->…
Read More...
Read More...