୨୮ରେ ଏସ୍‌. ପି. ଅଫିସ ଘେରଉ କରିବ ବୌଦ୍ଧ ଜିଲ୍ଲା ବିଜେପି ଓ ୩୦ରେ ବନ୍ଦ୍‌ ଡାକରା

ବୌଦ୍ଧ,୨୬/୧୦- ଶିକ୍ଷୟିତ୍ରୀ ମମିତା ମେହେରଙ୍କ ହତ୍ୟାରେ ସଂପୃକ୍ତ ରାଜ୍ୟ ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ତୁରନ୍ତ ବହିଷ୍କାର, ଗିରଫ ଓ ସିବିଆଇ ତଦନ୍ତ ଦାବିରେ ଆସନ୍ତା ୨୮ ତାରିଖ ଗୁରୁବାରଦିନ ବୌଦ୍ଧଜିଲ୍ଲା ବିଜେପି ତରଫରୁ ଏସ୍‌. ପି. ଅଫିସ ଘେରାଉ କରାଯିବ । ରାମମନ୍ଦିର ପଡିଆ ଠାରୁ
Read More...

ପାଣ୍ଡ୍ୟା ଫିଟ୍‌, ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିବେ

ନୁଆଦିଲ୍ଲୀ:   ଟି୨୦ ବିଶ୍ୱକପରେ ନିଜର ପ୍ରଥମ ମୁକାବିଲାରେ ଭାରତ ପାକିସ୍ତାନଠୁ ଶୋଚନୀୟ ଭାବେ ପରାସ୍ତ ହୋଇଛି । ଦଳର ଖରାପ ପ୍ରଦର୍ଶନକୁ ଟ୍ରୋଲ କରାଯାଉଛି । ଦଳ ନିଜର ଆଗାମୀ ମୁକାବିଲାରେ ନ୍ୟୁଜିଲାଣ୍ଡକୁ ଭେଟିବ । ଏହି ମୁକାବିଲା ପୂର୍ବରୁ ଭାରତୀୟ ଦଳ ପାଇଁ ଏକ ଭଲ ଖବର ଆସିଛି । ଷ୍ଟାର
Read More...

ଆର୍ଯ୍ୟନଙ୍କ ହ୍ୱାଟ୍ସଆପ୍‌ରୁ ନୂଆ ଖୁଲାସା, ଅନନ୍ୟାଙ୍କ ସହ କରିଥିଲେ ଏମିତି ଚାଟ୍‌

ମୁମ୍ବାଇ : ଡ୍ରଗ୍ସ ମାମଲାରେ ଫସି ଯାଇଛନ୍ତି ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟନ । ଏବେ ତାଙ୍କର ଜାମିନ ଆବେଦନର ଶୁଣାଣୀ ଚାଲିଥିବାବେଳେ ଆଉ ଏକ ହ୍ୱାଟସଆପ ଚାଟ ସାମ୍ନାକୁ ଆସିଛି । ୨୦୧୯ ଜୁଲାଇରେ ଆର୍ଯ୍ୟନ ଓ ଅନନ୍ୟାଙ୍କ ମଧ୍ୟରେ ହ୍ୱାଟସଆପ ଚାଟ ହୋଇଥିଲା ।
Read More...

କରଡ଼ା ଅଞ୍ଚଳରେ ଧାନ ଚାଷ ନଷ୍ଟ କଲେ ହାତୀପଲ

ଇନ୍ଦ୍ରଗଡ଼-କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଅନ୍ତର୍ଗତ କରଡା ପଞ୍ଚାୟତ ସୁନାପୋଲି ଗ୍ରାମରେ ପ୍ରାୟ ୮ ରୁ ୧୦ ଟି ହାତୀ ପଲ ପଶି ଧାନ ଫସଲ ନଷ୍ଟ କରିବା ସହିତ ଶତାଧିକ ଜମିର ଫସଲ ନଷ୍ଟ କରିଦେଇଛନ୍ତି ବୋଲି ଅଭିଯୋଗ ହୋଇଛି । ବର୍ତ୍ତମାନ ଜମିରେ ଧାନ ଫଳି ଆସିଥିବା ବେଳେ ହାତୀ ପଲ ପ୍ରବେଶ ଯୋଗୁ
Read More...

ତାଲିବାନଙ୍କୁ ଆଉ ଆତଙ୍କି କହିବ ନାହିଁ ରୁଷ : ପୁଟିନ

ମସ୍କୋ: ଆଫଗାନିସ୍ତାନରେ ବନ୍ଧୁକ ମୁନରେ ଶାସନ କ୍ଷମତା ଦଖଲ କରିଥିବା ତାଲିବାନ ଆତଙ୍କି ଗୋଷ୍ଠୀକୁ ରୁଷ ଆଉ ଆତଙ୍କି ବୋଲି କହିବ ନାହିଁ । ଏକଥା କହିଛନ୍ତି ରୁଷ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ । ଏଠାର ଇଣ୍ଟରନ୍ୟାସନାଲ ଭାଲଡାଇ କ୍ଲବରେ ଆୟୋଜିତ ଏକ ସଭାରେ ଉଦବୋଧନ ଦେଇ ସେ କହିଛନ୍ତି ଯେ
Read More...

ଭଉଣୀ ଗଲେ ଭାଇ ଆସିଲେ, ବିଜେଡିରେ ସାମିଲ ହେଲେ ଅଶୋକ ନାୟକ

ହିନ୍ଦୋଳ : ଯାହା ଚର୍ଚ୍ଚା ଚାଲିଥିଲା, ତାହା ସତ୍ୟ ପ୍ରମାଣିତ ହେଲା । ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ବିଜେପିରେ ଯୋଗଦେବା ପରେ ତାଙ୍କ ସାନଭାଇ ଅଶୋକ ନାୟକ ସୋମବାର ଦିନ ଦଳରୁ ଇସ୍ତଫା ଦେଇଛନ୍ତି । ଇସ୍ତଫା ଦେବାର ଠିକ ପରେପରେ ବିଜେଡିରେ ଯୋଗଦେଇଛନ୍ତି । ବିଜେଡି ନେତା ପ୍ରଣବ ପ୍ରକାଶ
Read More...

ରଜନୀକାନ୍ତଙ୍କୁ ଭିକାରୀ ଭାବି ମହିଳା ଦେଇଥିଲେ ୧୦ଟଙ୍କା, ତା ପରେ ଯାହା ହେଲେ…

ନୂଆଦିଲ୍ଲୀ : ୬୭ତମ ରାଷ୍ଟ୍ରୀୟ ଫିଲ୍ମ ପୁରସ୍କାର ସମାରୋହରେ ସୁପରଷ୍ଟାର ରଜନୀକାନ୍ତଙ୍କୁ ସମ୍ମାନଜନକ ଦାଦା ସାହବ ଫାଲକେ ପୁରସ୍କାରରେ ସମ୍ମାନିତ କରାଯାଇଛି । ଫିଲ୍ମ ଦୁନିଆରେ ୫ ଦଶକ ପର୍ଯ୍ୟନ୍ତ ତାଙ୍କର ଯୋଗଦାନ ପାଇଁ ତାଙ୍କୁ ଏହି ସମ୍ମାନ ଦିଆଯାଇଛି । ଆଜି ଆମେ ଆପଣଙ୍କୁ ସପରଷ୍ଟାର
Read More...

କରୋନା ମୃତକ କିଟ୍‍ କର୍ମଚାରୀଙ୍କ ପରିବାରକୁ କିଟ୍‍ର ସହାୟତା

ଭୁବନେଶ୍ୱର: କିଟ୍‍ ଓ କିସ୍‍ ପକ୍ଷରୁ ଏହାର କର୍ମଚାରୀଙ୍କ କଲ୍ୟାଣ ସକାଶେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ପରାମର୍ଶ କ୍ରମେ ସମୟକୁ ସମୟ ବିଭିନ୍ନ ଯୋଜନା ହାତକୁ ନିଆଯାଇଥାଏ । ଇତି ମଧ୍ୟରେ ସମଗ୍ର ବିଶ୍ୱରେ କରୋନାର କରାଳ ଛାୟା ଘୋଟି ଯାଇଥିବା ବେଳେ ଏଥିରେ ବାଦ୍‍ ପଡ଼ି ନ ଥିଲା ଭାରତ ଏବଂ
Read More...

ମମିତାଙ୍କ ପରିବାରକୁ ଭେଟିଲା ବିଜେପି ଟିମ୍‌, କାନ୍ଦି ପକାଇଲେ ମମିତାଙ୍କ ବାପା

ଭୁବନେଶ୍ୱର: ମହାଲିଙ୍ଗ କଲୋଜର ଅଧ୍ୟକ୍ଷା ମମିତା ମେହେରଙ୍କ ମୃତ୍ୟୁ ମାମଲାରେ ଥମୁନି ଝଡ । ଏଥିପାଇଁ ଆଜି ମମିତାଙ୍କ ଗାଁ’ ଝର୍ନୀରେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ୧୫ ଜଣିଆ ବିଜେପି ଟିମ୍‌ ପହଞ୍ଚିଛନ୍ତି । ମମିତାଙ୍କ ଗାଁ’ରେ ପହଞ୍ଚି ତାଙ୍କ ପରିବାର ସହ ବିଜେପି
Read More...

ଅଲ ଓଡିଶା ବିଚ କୁସ୍ତି ଚମ୍ପିୟନସିପ୍‌ ଉଦଘାଟିତ

ପୁରୀ- ଦୁଇଦିନିଆ ଅଲ ଓଡିଶା ବିଚ କୁସ୍ତି ଚମ୍ପିୟନସିପ୍‌ ନିଳାଦ୍ରୀ ବେଳାଭୂମିରେ ଉଦଘାଟିତ ହୋଇଛି । ଜିଲ୍ଲାପାଳ ସମର୍ଥ ବର୍ମା, ପୌରସଂସ୍ଥା ନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ୱାଇଁ, ଜିଲ୍ଲା କ୍ରୀଡାଧିକାରୀ ଚନ୍ଦନ କୁମାର ସାହୁ, ରାଜ୍ୟ କୁସ୍ତି ସଂଘ କାର୍ଯ୍ୟକାରୀ ସଭାପତି ହରିହର
Read More...