ପୁଣି ରାଜ୍ୟରୁ ଚିହ୍ନଟ ହେଲେ ୪୩୩ ପଜିଟିଭ୍, ୪ ମୃତ୍ୟୁ
ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ!-->…
Read More...
Read More...