ପୁଣି ନଷ୍ଟ ହେଲା ୧୨କୋଟି ୫୦ଲକ୍ଷ ଟଙ୍କାର ବେଆଇନ୍ ଗଞ୍ଜେଇ ଗଛ
ବାଲିଗୁଡ଼ା,(ହୀ.ପ୍ର): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଜାରି ରହିଛି ଅପରେସନ୍ ନୀଳ ଜହର । ପୁଣି ନଷ୍ଟ ହେଲା ୧୨କୋଟି ୫୦ ଲକ୍ଷ ଟଙ୍କାର ବେଆଇନ୍ ଗଞ୍ଜେଇ ଗଛ । ଆଡ଼ିମାହା ଗ୍ରାମପଞ୍ଚାୟତର ସାକୁଶବାଲି ଓ ପାଟାମାହା ଅଞ୍ଚଳରେ ୧୨୫ ଏକର ଜଙ୍ଗଲ ଜମିରେ ହୋଇଥିଲା!-->…
Read More...
Read More...