ସହାୟତା ଅପେକ୍ଷାରେ ବିଶ୍ୱନାଥ

ଦଶପଲ୍ଲା : ବେସାହାରା ବିଶ୍ୱନାଥ, ନା ପାଖରେ ଅଛି ଧନବଳ ନା ଅଛି ଜନବଳ । ଗୋଟିଏ ବୋଲି ପୁଅ ବିବାହ ପରେ ଦୀର୍ଘ ୨୦ ବର୍ଷ ହେଲା ବାହାରେ ରହି ଆସୁଛି । ଏପଟେ ଅସହାୟ ହୋଇ ପଡ଼ିଥିବା ବେଳେ ବାର୍ଦ୍ଧକ୍ୟାବସ୍ଥାରେ ଦାଉ ସାଧୁଛି ରୋଗ । ପ୍ରାୟ ୫ ବର୍ଷ ହେଲା ଗଳଗଣ୍ଡ ରୋଗରେ ଆକ୍ରାନ୍ତ ହୋଇ
Read More...

କାକଟପୁର ବିଶ୍ୱହିନ୍ଦୁ ପରିଷଦ ପକ୍ଷରୁ ବାଂଲାଦେଶରେ ହିନ୍ଦୁ ମାନଙ୍କ ପ୍ରତି ହେଉଥିବା ଆକ୍ରମଣକୁ ନିନ୍ଦା

ପୁରୀ,୨୧/୧୦- କାକଟପୁର ମା ମଙ୍ଗଳା ମନ୍ଦିର ସମ୍ମୁଖରେ ବିଶ୍ୱହିନ୍ଦୁ ପରିଷଦ ପକ୍ଷରୁ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି । ବାଂଲାଦେଶରେ ହିନ୍ଦୁ ମାନଙ୍କ ପ୍ରତି ହେଇଥିବା ବର୍ବୋଚରିତ ଆକ୍ରମଣ, ହିନ୍ଦୁ ମନ୍ଦିର ଉପରେ ଆକ୍ରମଣକୁ ତୀବ୍ର ପ୍ରତିବାଦ କରାଯାଇଛି । କାକଟପୁର ବିଶ୍ୱହିନ୍ଦୁ
Read More...

ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ କୋଭିଡ ଡୋଜ ନେଇ ସଚେତନତା ବାର୍ତ୍ତା

ପୁରୀ,୨୧/୧୦- କୋଭିଡ ଟୀକାକରଣ କ୍ଷେତ୍ରରେ ଭାରତ ଏକ ମାଇଲ ଖୁଣ୍ଟ ଅତିକ୍ରମ କରିଛି । ଇତିମଧ୍ୟରେ ୧୦୦ କୋଟି ଡୋଜ ଦିଆସରିଛି । ଯାହାକି ସାରା ବିଶ୍ୱରେ ସର୍ବବୃହତ ଟୀକାକରଣ ବୋଲି କୁହାଯାଉଛି । ଏହି ପରିପ୍ରେକ୍ଷୀରେ ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ସୁନ୍ଦର ବାଲୁକା ଚିତ୍ରକଳା
Read More...

ବୌଦ୍ଧଜିଲ୍ଲା ମହିଳା କଂଗ୍ରେସର ବିକ୍ଷୋଭ

ବୌଦ୍ଧ,୨୧/୧୦- ବୌଦ୍ଧ ଜିଲ୍ଲା ମହିଳା କଂଗ୍ରେସ ସଭାନେତ୍ରୀ କବିତା ମହାକୁଳଙ୍କ ନେତୃତ୍ୱରେ ମହିଳାମାନେ ଏକତ୍ରିତହୋଇ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବଲାଙ୍ଗୀରର ଝିଅ ତଥା କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ମହାଲିଙ୍ଗରେ ଥିବା ସନସାଇନ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ମମିତା
Read More...

ମମିତା ହତ୍ୟାକାଣ୍ଡ ସିବିଆଇ ତଦନ୍ତ ଓ ମନ୍ତ୍ରୀଙ୍କ ଇସ୍ତଫା ଦାବି ନେଇ ଜିଲ୍ଲା ବିଜେପିର ବନ୍ଦ ଡାକରା

କଣ୍ଟାବାଞ୍ଜି,୨୧/୧୦- ଚଳିତମାସ ୮ ତାରିଖଦିନ ମହାଲିଙ୍ଗସ୍ଥିତ ସନସାଇନ ସ୍କୁଲ ଅଧ୍ୟାକ୍ଷା ମମିତା ମେହେର (୨୫) ହତ୍ୟାକାଣ୍ଡରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସିଧା ହାତ ରହିଥିବାରୁ ସି ବି ଆଇ ତଦନ୍ତ ଓ ମନ୍ତ୍ରୀଙ୍କ ଇସ୍ତଫା ଦାବିକୁ ନେଇ ଆଜି ଜିଲ୍ଲା ବିଜେପିର ୧୨ ଘଣ୍ଟିଆ ବନ୍ଦ ଡାକରା
Read More...

କେଗାଁ ଥାନା ଆଇଆଇସି ନିଲମ୍ବିତ

ଭବାନୀପାଟଣା: ବହୁଚର୍ଚ୍ଚିତ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ମହାଲିଙ୍ଗସ୍ଥିତ ସନ୍‌ସାଇନ୍‌ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ମମିତା ମେହେର ମୃତ୍ୟୁ ଘଟଣାରେ କେଗାଁ ଥାନା ଆଇଆଇସି ଡମୁ ପରିଜା ନିଲମ୍ବିତ ହୋଇଛନ୍ତି। ଉତ୍ତରାଞ୍ଚଳ ଡିଆଇଜି ଦୀପକ କୁମାର ଆଇଆଇସି ଡମୁ ପରିଜାଙ୍କୁ ନିଲମ୍ବନ
Read More...

ମମିତା ହତ୍ୟାକାଣ୍ଡ ମାମଲା: ଗୋବିନ୍ଦଙ୍କ ସହଯୋଗୀ ରାଧେଶ୍ୟାମ ଗିରଫ

ବଲାଙ୍ଗୀର : ମମିତା ହତ୍ୟାକାଣ୍ଡ ମାମଲାରେ ଗୋବିନ୍ଦଙ୍କ ସହଯୋଗୀ ଗିରଫ । ସନସାଇନ୍ କଲେଜ ମାଲିକ ଗୋବିନ୍ଦ ସାହୁଙ୍କ ସହଯୋଗୀ ରାଧେଶ୍ୟାମ ଚଣ୍ଡିଙ୍କୁ ଗିରଫ କରିଛି ବଲାଙ୍ଗୀର ପୁଲିସ । ଆଜି ରାଧେଙ୍କୁ ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟରେ ହାଜର କରାଯିବ । ହତ୍ୟାକାଣ୍ଡରେ ତାଙ୍କ ସଂପୃକ୍ତି ନେଇ
Read More...

ସେହ୍ୱାଗ ଏମିତି ପାଳିଲେ ଜନ୍ମଦିନ, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ : ଭାରତର ପୂର୍ବତନ ଓପନର୍‌ ବିରେନ୍ଦ୍ର ସେହ୍ୱାଗ ବୁଧବାର ତାଙ୍କର ୪୩ ତମ ଜନ୍ମଦିନ ପାଳନ କରିଛନ୍ତି । କୋହ ଆପରେ ସେହୱାଗ ମଧ୍ୟ ଏହାର ଭିଡିଓ ସେୟାର କରିଛନ୍ତି । ଭିଡିଓରେ ସେହ୍ୱାଗ ତାଙ୍କ ପତ୍ନୀ ଆରତୀ ଏବଂ ମାଆଙ୍କ ସହ ନଜର ଆସିଥିବାବେଳେ ପୁଅ ତାଙ୍କ ପାଇଁ କେକ୍‌ କାଟି
Read More...

କେନ୍ଦ୍ର କର୍ମଚାରୀଙ୍କୁ ଦୀପାବଳି ଭେଟି, ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: ଦୀପାବଳି ପୂର୍ବରୁ କେନ୍ଦ୍ର କର୍ମଚାରୀଙ୍କୁ ମିଳିଲା ଭେଟି । କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍‌ସନ୍‌ ଭୋଗୀଙ୍କ ବଢ଼ିଲା ମହଙ୍ଗା ଭତ୍ତା । ମହଙ୍ଗା ଭତ୍ତା ୩ ପ୍ରତିଶତ ବଢ଼ାଇବା ନେଇ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି । କ୍ୟାବିନେଟରେ ଡିଏ’ ବୃଦ୍ଧିକୁ ନେଇ ଏକ ପ୍ରସ୍ତାବ
Read More...

ବିଶ୍ୱ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳର ପ୍ରତିବାଦ ଶୋଭାଯାତ୍ରା

ପାରଳାଖେମୁଣ୍ଡି : ଆଜି ଜିଲ୍ଲା ବିଶ୍ୱ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ପାରଳାଖେମୁଣ୍ଡି ନଗରରେ ଜନ ଜାଗରଣ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲାରେ ଗୋ ହତ୍ୟା ଓ ଗୋ-ଚାଲାଣ ରୋକିବା, ଧର୍ମାନ୍ତରୀକରଣ ବନ୍ଦ କରିବା, ବେଆଇନ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରିବା,
Read More...