କୋରାପୁଟ ପୋଲିସକୁ ବଡ ସଫଳତା, ଦୁର୍ଦ୍ଦାନ୍ତ ମାଓବାଦୀ କୁଞ୍ଜାମ ହିଡମା ଗିରଫ
କୋରାପୁଟ- ମାଓବାଦୀ ଅଭିଯାନ କ୍ଷେତ୍ରରେ କୋରାପୁଟ ପୋଲିସକୁ ଏକ ବଡ ସଫଳତା ମିଳିଛି । ଦୁର୍ଦ୍ଦାନ୍ତ ମାଓବାଦୀ କୁଞ୍ଜାମ ହିଡମା ଓରଫ ମୋହନକୁ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଛି। ମାଓବାଦୀ ହିଡମା ଓରଫ ମୋହନ ଛତିଶଗଡ଼ର ବିଜାପୁର ଜିଲ୍ଲା ଉସୁର ଥାନା ଅଞ୍ଚଳର ନିବାସୀ ବୋଲି କୋରାପୁଟ ପୋଲିସ!-->…
Read More...
Read More...