ଆଜି ରାଜ୍ୟରେ ୫୩୯ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୫୩୯ କରୋନା ପଜିଟିଭ ଚିହ୍ନଟ ହୋଇଛନନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୩୧୬ ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୨୨୩ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ
Read More...

ମଣ୍ଡଳି ବ୍ରିଜରେ ଫସିଲା ଦନ୍ତା,ଉଦ୍ଧାର ଉଦ୍ୟମ ଜାରି

କଟକ : ନଦୀ ପାର ହେଉଥିବା ବେଳେ ଭାସିଗଲେ ହାତୀ ପଲ । ମହାନଦୀରେ ପ୍ରଖର ସ୍ରୋତ ଥିବାରୁ, ୮ ହାତୀ ଭାସିଯାଇ ନୂଆଶାସନ ନିକଟରେ ଅଟକିଛନ୍ତି ଓ ଆଉ ଦୁଇଟି ହାତୀ ଭାସି ଯାଇ ଅନନ୍ତପୁର ଠାରେ ଲାଗିଛନ୍ତି । କିନ୍ତୁ ଗୋଟିଏ ଦନ୍ତା ହାତୀ ଦୀର୍ଘ ୫ଘଣ୍ଟା ହେଲା ମଣ୍ଡଳିବ୍ରିଜରେ ଫସି ରହିଛି । ସ୍ରୋତ
Read More...

ପିପିଲି ଉପନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ ଝଟକା

ପୁରୀ,୨୩/୯- ବିଜେଡି ପାଇଁ ଖୋଲା ସମର୍ଥନ ଦେଲେ ପିପିଲିର ପୂର୍ବତନ କଂଗ୍ରେସ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପୁଅ ପ୍ରିୟବ୍ରତ ସାମନ୍ତରାୟ । ବିଜେଡିର ହେଭିୱେଟ ନେତାଙ୍କ ସହିତ ଗୁପ୍ତ ବୈଠକ ପିପିଲି ରାଜନିତୀରେ ସୃଷ୍ଟି କରିଛି ହଇଚଇ, ସେପଟେ ନିର୍ବାଚନ ପୂର୍ବରୁ ଏଭଳି ଘଟଣାରେ
Read More...

ବୌଦ୍ଧଜିଲ୍ଲା କଂଗ୍ରେସ ପାଳନ କରିବ ସୂଚନା ଅଧିକାର ସପ୍ତାହ

ବୌଦ୍ଧ,୨୩/୯- ବୌଦ୍ଧଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଆସନ୍ତାକାଲି ଠାରୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ସୂଚନା ଅଧିକାର ସଚେତନତା ପକ୍ଷ ପାଳନ କରାଯିବ । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା କଂଗ୍ରେସ କମିଟିର ସଭାପତି ନବ କୁମାର ମିଶ୍ର ସୂଚନା ଦେଇଛନ୍ତି । ଶ୍ରୀ ମିଶ୍ର କହିଥିଲେ ଉପା
Read More...

ଆର୍ଥିକ ସାକ୍ଷରତା ଓ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ

ପୁରୀ,୨୩/୯- ଜିଲ୍ଲା ସ୍ୱଳ୍ପ ସଞ୍ଚୟ ସଂଗଠନ ଆନୁକୂଲ୍ୟରେ ଆର୍ଥିକ ସାକ୍ଷରତା ଓ ଅନ୍ତର୍ଭୁକ୍ତିକରଣ ଶିବିର ସଦର ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ଏଥିରେ ବିଭିନ୍ନ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟ ଏବଂ ଅଙ୍ଗନୱାଡି କର୍ମୀ ଯୋଗ ଦେଇଥିଲେ । ସ୍ୱଳ୍ପ ସଞ୍ଚୟ ଉପ ବିଭାଗ ଉପ ଶାସନ ସଚିବ
Read More...

ବାର୍ଥ ଡେ ସ୍ପେଶାଲ : ରାଗରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ ଏହି କ୍ରିକେଟର

ନୂଆଦିଲ୍ଲୀ : ଆଜି ଚେନ୍ନାଇ ସୁପର କିଙ୍ଗ୍‌ସ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ଅମ୍ବାତି ରାୟୁଡୁଙ୍କ ଜନ୍ମଦିନ । ଏକଦା ଟିମ୍‌ ଇଣ୍ଡିଆର ମଧ୍ୟମ ଅର୍ଡରର ଜଣେ ପ୍ରତିଷ୍ଠିତ ବ୍ୟାଟ୍ସମ୍ୟାନ ଭାବେ ନିଜକୁ ପରିଣତ କରିଥିବା ଅମ୍ବାତି କ୍ରୋଧିତ ହୋଇ ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରକୁ ନଷ୍ଟ
Read More...

ଜଳଦ ତ୍ରିପାଠୀ ହେଲେ ରାଜ୍ୟର ମୁଖ୍ୟ ସୂଚନା କମିଶନର

ଭୁବନେଶ୍ୱର:ତାମିଲନାଡୁ ପୂର୍ବତନ ପୁଲିସ ଡିଜି ତଥା ୧୯୮୫ ବ୍ୟାଚର ଅବସରପ୍ରାପ୍ତ ଆଇପିଏସ୍‌ ଜଳଦ କୁମାର ତ୍ରିପାଠୀ ହେଲେ ରାଜ୍ୟର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର । ତାଙ୍କୁ ନିଯୁକ୍ତି ଦେଲେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍‌ । ରାଜ୍ୟ ମୁଖ୍ୟ ସୂଚନା କମିଶନର ସୁନୀଲ କୁମାର ମିଶ୍ରଙ୍କ ଅବସର
Read More...

ବାଲ୍ୟବିବାହ ରୋକିବାକୁ ପଦକ୍ଷେପ ନେଲେ ସରକାର

ଦଶପଲ୍ଲା,୨୩/୯: ମନ୍ଦିରରେ ଲାଗିବ ବାଲ୍ୟବିବାହ ସଚେତନତା ବୋର୍ଡ । ମନ୍ଦିର କର୍ମକର୍ତ୍ତା ଓ ପୁରୋହିତଙ୍କୁ ଦିଆଯିବ ଦାୟିତ୍ୱ । ବୋର୍ଡରେ ରହିବ ବାଲ୍ୟବିବାହ କାହାକୁ କୁହାଯାଏ, କେଉଁ ବୟସରେ ବିବାହ କରିବା ଉଚିତ ଓ ବାଲ୍ୟ ବିବାହ କରିବା ଅପରାଧ । ଲୋକଙ୍କୁ ସଚେତନ କରିବା ଲାଗି ମନ୍ଦିରରେ
Read More...

କୃଷି ସିଞ୍ଚନ ଯୋଜନା ପିଏମକେଏସୱାଇ ମାଧ୍ୟମରେ ଅଣୁ ଜଳସେଚନ ପାଇଁ ପଦକ୍ଷେପ

ପାରଳାଖେମୁଣ୍ଡି,୨୩/୯- ଗଜପତି ଜିଲ୍ଲାରେ ଉଦ୍ୟାନ ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚନ ଯୋଜନା ମାଧ୍ୟମରେ ଚାଷୀଙ୍କୁ ଅଣୁ ଜଳସେଚନ ସକାଶେ ବିଶେଷ ପଦକ୍ଷେପ ନିଆଯାଇଛି । ଜିଲ୍ଲାରେ ୭ ଟି ବ୍ଳକ ୨୦୨୧ ମସିହା ସକାଶେ ୧୫ ଶହ ୯୦ ହେକ୍ଟର ଅଣୁ ଜଳସେଚନ ପଦକ୍ଷେପ ନିଆଯାଇଛି । ଅଣୁ ଜଳସେଚନ
Read More...

ଗୁମ୍ମା ସରକାରୀ ବିଦ୍ୟାଳୟ ସମୀକ୍ଷାକଲେ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା

ପାରଳାଖେମୁଣ୍ଡି,୨୩/୯- ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଅଚାନକ ଗୁମ୍ମା ସରକାରୀ ବିଦ୍ୟାଳୟ ସମୀକ୍ଷା କରିଛନ୍ତି । ସୂଚନା ଯୋଗ୍ୟ ୫ ଟି ମାଧ୍ୟମରେ ଗୁମ୍ମା ସରକାରୀ ବିଦ୍ୟାଳୟର ସ୍ମାର୍ଟକ୍ଳାସ ଭାବେ ଯେଉଁ କାର୍ଯ୍ୟ ଆରମ୍ଭ ହୋଇଛି ଏହାର ସମୀକ୍ଷା କରି ସନ୍ତୋଷ ପ୍ରକାଶ କରିଛନ୍ତି
Read More...