ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା, ଦଳକୁ ଫେରିଲେ ଷ୍ଟାର ଖେଳାଳି
ନୂଆଦିଲ୍ଲୀ- ନଭେମ୍ବର ୧୪ରୁ ଆରମ୍ଭ ହେଉଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଘରୋଇ ଟେଷ୍ଟ ସିରିଜ ପାଇଁ ଆଜି ଘୋଷଣା ହୋଇଛି ଭାରତୀୟ ଦଳ। ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍ରେ ଆହତ ହୋଇଥିବା ଋଷଭ ପନ୍ତ ଶେଷରେ ଭାରତୀୟ ଟିମକୁ ଫେରିଛନ୍ତି। ଜାତୀୟ ଦଳରେ ସାମିଲ ହେବା ପୂର୍ବରୁ ପନ୍ତଙ୍କୁ ଫିଟନେସର!-->…
Read More...
Read More...