ଆସନ୍ତାକାଲିଠୁ ପୁଣି ଭକ୍ତଙ୍କ ପାଇଁ ଖୋଲିବ ଜଗାଦୁଆର
ପୁରୀ : ଗୋଟିଏ ଦିନର ବିରତି ପରେ ଆସନ୍ତାକାଲି ଠାରୁ ପୁଣି ଆରମ୍ଭ ହେବ ଜଗାଦର୍ଶନ । ଏହା ପୂର୍ବରୁ ଆଜି ଶ୍ରୀମନ୍ଦିର ଭିତର ଓ ବାହାର ଅଂଚଳକୁ ସାନିଟାଇଜ କରାଯାଇଛି । ପୁରୀ ଅଗ୍ନିଶମ ବିଭାଗର ଆଗ୍ନିକ ମାନେ ଜୋତାଷ୍ଟାଣ୍ଡ ଓ ବ୍ୟାରିକେଡ଼ ଠାରୁ ଆରମ୍ଭ କରି ଶ୍ରୀମନ୍ଦିର ବାଇଶିପାହାଚ ସମେତ!-->…
Read More...
Read More...