ଏଟିଏମ ସମ୍ମୁଖରୁ ବାଇକ ଡିକି ଭାଙ୍ଗି ୩୦ହଜାର ଲୁଟ
ଦାରିଙ୍ଗବାଡି : ଦାରିଙ୍ଗବାଡି ଥାନା ଷ୍ଟେଟବ୍ୟାଙ୍କ ଏଟିଏମ ସମ୍ମୁଖରୁ ବାଇକ ଡିକି ଭାଙ୍ଗି ୩୦ହଜାର ଟଙ୍କା ଲୁଟ୍ ହୋଇଥିବା ଜଣାପଡିଛି । ଚୋରି ସମୟର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ଦାରିଙ୍ଗବାଡି ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ସୂଚନା ପ୍ରକାରେ ତିଲୋରୀ ପଞ୍ଚାୟତ ଜଗେରମାହା ଗାଁର!-->…
Read More...
Read More...