ଅଟୋ ସହିତ କାଠପଟା ଜବତ, ଜଣେ ଗିରଫ
ଦାରିଙ୍ଗବାଡି,୧୮/୯: ଅଟୋରେ କାଠପଟା ଚୋରା ଚାଲାଣ କରିବା ଅଭିଯୋଗରେ ବନବିଭାଗ ଜଣେ ଅଭିଯୁକ୍ତକୁ ଗିରଫ କରିବା ସହ ଅଟୋ ସମେତ ୧୧ଖଣ୍ଡ ଶାଳ ଓ ୯ଖଣ୍ଡ ପିଆଶାଳ କାଠପଟାକୁ ଜବତ କରିଥିବା ନେଇ ଦାରିଙ୍ଗବାଡି ବନାଞ୍ଚଳ ଅଧିକାରୀ ସତୀଶ କୁମାର ଧାରୁଆ ସୂଚନା ଦେଇଛନ୍ତି । ସୂଚନା ପ୍ରକାରେ ବନାଞ୍ଚଳ!-->…
Read More...
Read More...