ମୁଣ୍ଡଳୀରେ ବଢିଲା ମହାନଦୀ ଜଳସ୍ତର
କଟକ : ମୁଣ୍ଡଳୀ ନିକଟରେ ବଢିଲା ମହାନଦୀ ଜଳସ୍ତର । ମୁଣ୍ଡଳୀରେ ସକେଣ୍ଡ ପିଛା ୬ ଲକ୍ଷ ୮ ହଜାର ଘନଫୁଟ ଜଳ ପ୍ରବାହିତ ହେଉଛି । ମୁଣ୍ଡଳୀ ଅପ୍ ଷ୍ଟ୍ରିମରେ ଜଳସ୍ତର ୮୯.୦୧ ଫୁଟ ରହିଛି । ମୁଣ୍ଡଳୀ ଅପ୍ ଷ୍ଟ୍ରିମରେ ବିପଦ ସଙ୍କେତ ହେଉଛି ୯୭.୨୫ ଫୁଟ । ମୁଣ୍ଡଳୀ ଡାଉନ୍ ଷ୍ଟ୍ରିମରେ ଜଳସ୍ତର!-->…
Read More...
Read More...