ଗଜପତି ବିଜେପି ପକ୍ଷରୁ ସି.ଡି.ଏମ୍ ଓ ଓ ଏ.ଡି.ଏମ୍ କୁ ସ୍ମାରକପତ୍ର ପ୍ରଦାନ
ଗଜପତି,୨୬/୧୦- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଆଜି ଗଜପତି ଜିଲ୍ଲା ଉପସଭାପତି ଜଗନ୍ନାଥ ମହାପାତ୍ରଙ୍କ ନେତୃତ୍ୱରେ ଏକ ସ୍ମାରକପତ୍ର ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରଦୀପ କୁମାର ପାତ୍ର ଓ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମଶେଖର ପଣ୍ଡାଙ୍କୁ ପ୍ରଦାନ କରାଯାଇଛି । ଏହି!-->…
Read More...
Read More...