ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ
ହରଭଙ୍ଗା : ହରଭଙ୍ଗା ବ୍ଲକ ସଦର ମହକୁମା ଚାରିଛକ ସ୍ଥିତ ଠିଡିକାଯୋର ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଆଜି ପ୍ରଥମ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହରେ ଶୁକ୍ରବାର ଦିନ ଅନୁଷ୍ଠିତ ହୋଇଯାଇଛି । ରଥ ମହୋତ୍ସବ କମିଟି ସଭାପତି ତହସିଲଦାର ତଥା ଦେବୋତ୍ତର ଅଧିକାରୀ ବଳଦେବ ବେହେରାଙ୍କ!-->…
Read More...
Read More...