ନନ୍ଦନକାନନରୁ ଆସିଲା ଖୁସି ଖବର

ବାରଙ୍ଗ: ନନ୍ଦଦକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସି ଖବର । ଧଳା ବାଘୁଣୀ ‘ମୌସୁମୀ’ ମା’ ହେବାକୁ ଯାଉଛି । ପ୍ରାଣୀ ଉଦ୍ୟାନର ୨୦ ନମ୍ବର ଖୁଆଡ ପଛ ପାଖରେ ରହୁଥିବା ଧଳା ବାଘୁଣୀକୁ ଖୁଆଡ ଚାରିପାଖରୁ ଆବଦ୍ଧ କରି ରଖାଯାଇଛି । ସିସି ଟିଭି ଲଗାଯାଇ ତା ଉପରେ ନଜର ରଖାଯାଇଛି । ମୌସୁମୀ ଗର୍ଭ ଧାରଣ
Read More...

ଋଷରେ ପୁଣି ବଢିଲା କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୧୦୦୦ ମୃତ

ନୂଆଦିଲ୍ଲୀ : ବିଶ୍ୱରେ ଏବେ ମଧ୍ୟ ଜାରି ରହିଛି କରୋନା ସଂକଟ । ଋଷରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଭାଇରସର ସବୁଠୁ ଅଧିକ ୩୪,୩୦୩ ନୂଆ ମାମଲା ସାମ୍ନାକୁ ଆସିଛି । ଏହି ମାମଲା ମାସେ ତଳେ ଦୈନିକ ସଂକ୍ରମଣଠାରୁ ୭୦ ପ୍ରତିଶତ ଅଧିକ । ଋଷରେ କରୋନା ମହାମାରୀ ଲଗାତାର ଭାବେ ବଢିଚାଲିଛି ।
Read More...

ମଞ୍ଜୁଦେବୀ ହତ୍ୟା ମାମଲା, ଦେଢମାସ ପରେ ସନ୍ଦେହରେ ଜଣେ ଯୁବକକୁ ହାଜତକୁ ପଠାଇଛି ପୋଲିସ

କଣ୍ଟାବାଞ୍ଜି,୧୮/୧୦- ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ଜମିଦାରପଡାରେ ଗତ ନୂଆଁଖାଇଦିନ ଜମିଦାରପଡାରେ ଥିବା ପ୍ରତିଷ୍ଠିତ କପଡା ବ୍ୟବସାୟୀ ବିନୋଦ ଜୈନଙ୍କ ସ୍ତ୍ରୀ ମଞ୍ଜୁଦେବୀକୁ ଘରେ ପଶି ହତ୍ୟା କରି ଫେରାର ଥିବାବେଳେ, ଦୀର୍ଘଦିନ ଧରି ପୋଲିସ ଖୋଜାଖୋଜି କରି ପରିଶେଷରେ ସେହିପଡାର
Read More...

ରାଜ୍ୟରେ ଏକ କୋଟି ଛୁଇଁବ ଡବଲ୍ ଡୋଜ୍ ଟିକାକରଣ

ଭୁବନେଶ୍ୱର: ଆଜି ସନ୍ଧ୍ୟା ସୁଦ୍ଧା ରାଜ୍ୟରେ ଏକ କୋଟି ଛୁଇଁବ ଡବଲ୍‌ ଡୋଜ୍‌ ଟିକାକରଣ । ତେବେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩ କୋଟି ୪୦ ଲକ୍ଷ ୭୪ ହଜାର ୪୫୦ ଜଣ ଟିକା ନେଇଛନ୍ତି । ପ୍ରଥମ ଡୋଜ ୨ କୋଟି ୪୧ ଲକ୍ଷ ୫୧ ହଜାର ୬୦୫ ଜଣ ନେଇଛନ୍ତି । ଉଭୟ ଡୋଜ ୯୯ ଲକ୍ଷ ୨୨ ହଜାର ୮୪୫ ଜଣ
Read More...

ଆସନ୍ତାକାଲି ବିଜେପିର ସାଂସଦ ପଦରୁ ଇସ୍ତଫା ଦେବେ ବାବୁଲ ସୁପ୍ରିୟୋ

ନୂଆଦିଲ୍ଲୀ: ବିଜେପି ଛାଡ଼ି ପଶ୍ଚିମବଙ୍ଗର କ୍ଷମତାସୀନ ଟିଏମସିରେ ଯୋଗଦେଇଥିବା ବାବୁଲ ସୁପ୍ରିୟୋ ବଡ଼ ଘୋଷଣା କରିଛନ୍ତି। ସେ ଟିଏମସିରେ ମିଶିଥିବାରୁ ଏବେ ବିଧିବଦ୍ଧ ଭାବେ ବିଜେପିର ସାଂସଦ ପଦରୁ ମଧ୍ୟ ଇସ୍ତଫା ଦେବେ। ଆସନ୍ତାକାଲି ସେ ଦିଲ୍ଲୀ ଯାଇ ଲୋକସଭା ବାଚସ୍ପତିଙ୍କୁ ଭେଟିବେ। ଏହି ସମୟରେ
Read More...

କେରଳରେ ବର୍ଷା ବିତ୍ପାତ: ମୃତ୍ୟୁ ସଂଖ୍ୟା ୨୬ରେ ପହଞ୍ଚିଲା

ଥିରୁଅନନ୍ତପୁରମ: ଲଗାଣ ବର୍ଷା ଓ ଭୂସ୍ଖଳନ ଯୋଗୁ କେରଳ ଏକାଧିକ ଜିଲ୍ଲାର ଅବସ୍ଥା ସାଂଘାତିକ ହୋଇଛି। ଇତି ମଧ୍ୟରେ ବନ୍ୟା ଓ ଭୂସ୍ଖଳନ ଯୋଗୁ ୨୬ ଜଣ ଲୋକଙ୍କ ମୃତ୍ୟୁ ଘଟିଲାଣି। ଶୁକ୍ରବାର ଠାରୁ ସ୍ଥିତି ଜଟିଳ ରହିଥିବା ବେଳେ ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫ ଓ ସେନା ବାହିନୀର କର୍ମଚାରୀ
Read More...

ଟି-୨୦ ବିଶ୍ୱକପ : ଚମ୍ପିଆନ ହେବା ପାଇଁ ୫ ଦେଶ ଦାବିଦାର

ଦୁବାଇ : ଦୀର୍ଘ ପାଞ୍ଚ ବର୍ଷର ବ୍ୟବଧାନ ପରେ ଟି -୨୦ ବିଶ୍ୱକପ ଆରମ୍ଭ ହୋଇଛି । ଟି -୨୦ ବିଶ୍ୱକପରେ ମୋଟ ୧୬ ଟି ଦଳ ଅଂଶଗ୍ରହଣ କରୁଛନ୍ତି । ପ୍ରଥମ ରାଉଣ୍ଡ ଯୋଗ୍ୟତା ପର୍ଯ୍ୟାୟ ଅଟେ । ଏଥିରେ ୮ ଟି ଦଳକୁ ୪-୪ ଲେଖାଏଁ ଦୁଇଟି ଦଳରେ ବିଭକ୍ତ କରାଯାଇଛି । ଉଭୟ ଗ୍ରୁପ ଶୀର୍ଷ-୨ ମାନ୍ୟତା ଦଳ
Read More...

ବିଜେପି ପାର୍ଟି ଅଫିସରେ ମିଶ୍ରଣ ପର୍ବ, ବିଜେଡି ଛାଡି ବିଜେପିରେ ଯୋଗଦେଲେ ଅଞ୍ଜଳି ବେହେରା

ଭୁବନେଶ୍ୱର : ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆଜି ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଆଜିର ଏହି ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳର ଟାଣୁଆ ବିଜେଡି ନେତ୍ରୀ ଅଞ୍ଜଳି ବେହେରା ଆଜି ବିଜେପିରେ ସାମିଲ ହୋଇଛନ୍ତି ।
Read More...

ପ୍ରଦୀପ ପାଣିଗ୍ରାହୀଙ୍କ ଘରୁ ଜବତ ହେଲା ୨୪ଲକ୍ଷ ଟଙ୍କାର ହାର

ଭୁବନେଶ୍ୱର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଲାଗି ଅଡ଼ୁଆ ବଢ଼ିବାରେ ଲାଗିଛି । ଗତକାଲି ଭିଜିଲାନ୍ସ ପ୍ରଦୀପ ପାଣିଗ୍ରାହୀଙ୍କ ଘର ସହ ସମ୍ପର୍କୀୟଙ୍କ ୧୫ଟି ସ୍ଥାନରେ ରେଡ୍ କରିଥିଲା । ଚଢ଼ାଉ ବେଳେ ଭାରତର ସବୁଠୁ ବଡ଼ ଡିଜାଇନର ସବ୍ୟସାଚୀ ବ୍ରାଣ୍ଡର ଏକ ହାର ଜବତ ହୋଇଛି।
Read More...

ଆଜି ଭାରତ-ଇଂଲଣ୍ଡ ଅଭ୍ୟାସ ମ୍ୟାଚ, ଟିମ୍‌ ଇଣ୍ଡିଆ କ୍ୟାମ୍ପରେ ଯୋଗଦେଲେ ଧୋନି

ଦୁବାଇ: ଟି-୨୦ ବିଶ୍ୱକପର ମୁଖ୍ୟ ଲଢେଇ ପୂର୍ବରୁ ଆଜି ଟିମ ଇଣ୍ଡିଆ ତା’ ପ୍ରଥମ ଅଭ୍ୟାସ ମ୍ୟାଚ୍‌ ଇଂଲଣ୍ଡ ବିପକ୍ଷରେ ଖେଳିବାକୁ ମୈଦାନକୁ ଓହ୍ଲାଇବ । ଏହାପୂର୍ବରୁ ଟିମ ଇଣ୍ଡିଆ କ୍ୟାମ୍ପରେ ଯୋଗଦେଇଛନ୍ତି ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନି । ଚଳିତ ଟି-୨୦ ବିଶ୍ୱକପରେ ଧୋନି ଟିମ
Read More...