ନାରାୟଣନଗର ଲୋକକଳା ଗ୍ରାମର ତୃତୀୟ ବାର୍ଷିକୀ ମହୋତ୍ସବ ଅନୁଷ୍ଠିତ

ବୌଦ୍ଧ,୨/୧୦- ବୌଦ୍ଧବ୍ଲକ ନାରାୟଣନଗର ଠାରେ ଲୋକକଳା ଗ୍ରାମର ତୃତୀୟ ବାର୍ଷିକୀ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ବିଧାୟକ ପ୍ରଦିପ କୁମାର ଅମାତ, ସମ୍ମାନିତ ଅତିଥି ଭାବେ ଜିଲ୍ଲାପାଳ, ଶ୍ରୀଯୁକ୍ତ ଲଲାଟେନ୍ଦୁ ମିଶ୍ର, ଉପାଧ୍ୟକ୍ଷ, ପଂଚାୟତ ସମିତି
Read More...

ବୌଦ୍ଧ: ଜିଲ୍ଲାସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀଜୀଙ୍କ ଜନ୍ମ ଜୟନ୍ତୀ ପାଳିତ

ବୌଦ୍ଧ,୨/୧୦- ଜିଲ୍ଲା ପ୍ରଶାସନ ପକ୍ଷରୁ ଜାତିରଜନକ ମହାତ୍ମାଗାନ୍ଧୀ ଓ ଶାନ୍ତିର ଦୂତ ଲାଲବାହାଦୂର ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ ଉତ୍ସବ ବୌଦ୍ଧଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରାତଃ ୫ ଘଟିକା ସମୟରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଡାକବାଜି ଯନ୍ତ୍ରଯୋଗେ ବୌଦ୍ଧ
Read More...

ସୁବର୍ଣ୍ଣପୁର ଠାରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ସୁବର୍ଣ୍ଣପୁର, ୨/୧୦- ଆଜି ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ଜାତିର ଜନକ ମହାତ୍ମାଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳନ ହୋଇଯାଇଛି । ଏ ଉପଲକ୍ଷେ ପ୍ରାତଃ ସମୟରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସହରରେ
Read More...

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ଯୁବ ସାମ୍ବାଦିକସଂଘ ପକ୍ଷରୁ ପାଟଣାଗଡ଼ ଆରକ୍ଷୀ ଅଧିକାରୀଙ୍କୁ ଦାବପତ୍ରି ପ୍ରଦାନ

ପାଟଣାଗଡ,୨/୧୦- ବରିଷ୍ଠ କାର୍ଯ୍ୟରତ ସାମ୍ବାଦିକ ସତ୍ୟସୁନ୍ଦର ଭଞ୍ଜଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାକୁ ଦୃଢ଼ ନିନ୍ଦାକରି ଘଟଣାରେ ସଂପୃକ୍ତଥିବା ଅଭିଯୁକ୍ତ ମାନଙ୍କୁ ଗିରଫକରି ଦୃଢ଼ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ସମ୍ମିଳିତ ଏକ ଦାବିପତ୍ର ପାଟଣାଗଡ଼ ଯୁବ ସାମ୍ବାଦିକ ସଂଘ ପକ୍ଷରୁ
Read More...

ବୌଦ୍ଧ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ବୌଦ୍ଧ ୨/୧୦:-ବୌଦ୍ଧ ସହର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଧ୍ରୁବ ଚରଣ ଘିବେଲାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରୀମାନେ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଫଟୋଚିତ୍ରରେ
Read More...

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ପୁରୀ,୨/୧୦- ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ୧୫୨ତମ ଓ ଶାନ୍ତିଦୂତ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୂର ଶାସ୍ତ୍ରୀଙ୍କ ୧୧୭ତମ ଜିଲ୍ଲାସ୍ତରୀୟ ଜୟନ୍ତୀ ସ୍ଥାନୀୟ ଗାନ୍ଧୀଘାଟ ଠାରେ ପାଳିତ ହୋଇଛି । ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ସୁଭାଷ ଚନ୍ଦ୍ର ନାଥଶର୍ମା ମୁଖ୍ୟଅତିଥି ଭାବେ
Read More...

ଓଡ଼ିଶା ମୋ ପରିବାର ପକ୍ଷରୁ ରକ୍ତଦାନ ଶିବିର: ୫୨ ୟୁନିଟ ରକ୍ତ ସଂଗ୍ରହ

ଜହ୍ନ ।ପଙ୍କ,୨/୧୦- ବୌଦ୍ଧ ଜିଲ୍ଲା ମୁଣ୍ଡାପଡା ପଂଚାୟତ ଅନ୍ତର୍ଗତ କମିରା ଉଚ୍ଚ଼ ପ୍ରାଥମିକ ବିଦ୍ୟାଳୟରେ ଓଡ଼ିଶା ମୋ ପରିବାର ପକ୍ଷରୁ ରକ୍ତଦାନ ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ରକ୍ତଦାନ ଶିବିରରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ବିଧାୟକ ପ୍ରଦିପ କୁମାର ଅମାତ ଯୋଗଦେଇ ଉଦଘାଟନ କରିଥିଲେ
Read More...

ଯୋଗୀନ୍ଦ୍ରଦେବ ଉଚ୍ଚ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ବୌଦ୍ଧ,୨/୧୦- ବୌଦ୍ଧସହରର ସର୍ବପୁରାତନ ଯୋଗୀନ୍ଦ୍ରଦେବ ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନଶିକ୍ଷକ ଧ୍ରୁବଚରଣ ଘିବେଲାଙ୍କ ଅଧ୍ୟକ୍ଷତାରେ ମହାତ୍ମାଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜନ୍ମଜୟନ୍ତୀ ପାଳିତ ହୋଇଯାଇଛି । ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରମାନେ ଉଭୟ ମହାପୁରୁଷଙ୍କ ଫଟୋ ଚିତ୍ରରେ
Read More...

ଜୟ ଭୈରବୀ କ୍ଲବ ତରଫରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ବୌଦ୍ଧ,୨/୧୦- ଆଜି ଜୟ ଭୈରବୀ କ୍ଲବ ବୌଦ୍ଧ ତରଫରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ କ୍ଲବ ଗୃହଠାରେ ପାଳିତ ହୋଇଯାଇଛି । ଗାନ୍ଧୀ, ଶାସ୍ତ୍ରୀଙ୍କ ତୈଳ ଫୋଟଚିତ୍ରରେ କ୍ଲବର ସଭାପତି ନିରୋଧ ମେହେର ପୁଷ୍ପମାଲ୍ୟ ଅର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିଲେ । ଏହାପରେ ଏକ ସଭା ଅନୁଷ୍ଠିତ ହୋଇଥିଲା ।
Read More...

ବୌଦ୍ଧ ଜିଲ୍ଲା ବିଜେପି ତରଫରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ବୌଦ୍ଧ,୨/୧୦- ବୌଦ୍ଧଜିଲ୍ଲା ବିଜେପି କାର୍ଯ୍ୟାଳୟ, ଗାନ୍ଧୀ ଛକ ଓ ମହାନଦୀ ବ୍ରିଜରେ ପଦଯାତ୍ରା ସହିତ ପବିତ୍ର ଗାନ୍ଧୀ ଜୟନ୍ତୀ ସହିତ ସ୍ୱର୍ଗତ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ସହିତ " ସେବା ଏବଂ ସମର୍ପଣ ଅଭିଯାନର ୧୬ ତମ ଦିବସରେ ବିଭିନ୍ନ କାର୍ଯ୍ୟକ୍ରମ , ଜୟନ୍ତୀ
Read More...