ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ, 8 ଟି ସ୍ଥାନରେ ଚାଲିଛି ରେଡ୍

ଆଠମଲ୍ଲିକ : ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମ ଚନ୍ଦ୍ର ଶତପଥୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ଚାଢ଼ାଉ କରିଛି । ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ମୋଟ ୯ଟି ଜାଗାରେ ଚାଲିଛି ଭିଜିଲାନ୍ସ ରେଡ୍ । ଢେଙ୍କାନାଳ ସମେତ, ଅନୁଗୁଳ, କଟକ ଓ
Read More...

ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ।

ପୁରୀ :ଚଳିତ ବର୍ଷ ପୁରୀର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ନରେ ସର୍କିଟ ହାଉସ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ସମସ୍ତଙ୍କୁ ସ୍ୱାଗତ କରିବା ସହ ବିଗତ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ
Read More...

ବିଜେଡି ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା

ଭୁବନେଶ୍ବର : ୧୮ଟି ଜିଲ୍ଲା ପାଇଁ ବିଜେଡି ସଭାପତିଙ୍କ ନାମ ଘୋଷଣା ହୋଇଛି। ବିଜେଡି ପକ୍ଷରୁ କୁହାଯାଇଛି ଯେ, ଅନୁଗୁଳ ଜିଲ୍ଲା ପାଇଁ ବ୍ରଜକିଶୋର ପ୍ରଧାନଙ୍କୁ ସଭାପତି କରାଯାଇଛି। ପୁରୀରେ ଉମା ସାମନ୍ତରାୟ, ବରଗଡ଼ରେ ସୁଶାନ୍ତ କୁମାର ମହାପାତ୍ର, ଭଦ୍ରକରେ ଜଗନ୍ନାଥ ସ୍ବାଇଁ, ବୌଦ୍ଧରେ
Read More...

ହଜିଲା ପୁଅକୁ ପାଇଲା ମାଆ, ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଜୟନ୍ତୀ

ଭୁବନେଶ୍ୱର: ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ପରେ ମଙ୍ଗଳବାର କ୍ୟାପିଟାଲ ହସ୍ପଟାଲରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ମା’ କୋଳକୁ ଫେରେଇ ଦିଆଯାଇଛି। ଛୁଆକୁ ଫେରି ପାଇବା ପରେ ଭାବବିହ୍ବଲ ହୋଇ କୋହ ସମ୍ଭଳି ପାରି ନ ଥିଲେ ମା’ ଜୟନ୍ତୀ ମଲ୍ଲିକ। ଛୁଆକୁ ଫେରି ପାଇବି ବୋଲି
Read More...

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ,ସୃଷ୍ଟି ହେଲା 2,500 ଗୃହରକ୍ଷୀ ପଦବୀ

ଭୁବନେଶ୍ୱର: ରାଜ୍ୟରେ ସୃଷ୍ଟି ହୋଇଛି 2,500 ଗୃହରକ୍ଷୀ ପଦବୀ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା 17,675 ଅଛି। 2,500 ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା
Read More...

ଆଇପିଏଲ ମଝିରେ ଶ୍ରେୟସଙ୍କୁ ମିଳିଲା ବଡ ଆୱାର୍ଡ

ନୂଆଦିଲ୍ଲୀ-ଆଇପିଏଲ ମଝିରେ ଭାରତର ମିଡିଲ ଅର୍ଡର ବ୍ୟାଟର ଶ୍ରେୟସ ଆୟରଙ୍କୁ ମିଳିଛି ବଡ ପୁରସ୍କାର । ତାଙ୍କୁ ମାର୍ଚ୍ଚ ମାସ ପାଇଁ ଆଇସିସିର ପ୍ଲେୟାର ଅଫ୍ ଦ ମନ୍ଥ ଆୱାର୍ଡ ମିଳିଛି । ମଙ୍ଗଳବାର ଏହି ଘୋଷଣା କରିଛି ଆଇସିସି । ଆୟରଙ୍କୁ ଏହି ପୁରସ୍କାର ଜିତିବା ପାଇଁ ନ୍ୟୁଜିଲାଣ୍ଡର ଜୈକବ ଓ
Read More...

ସମ୍ବଲପୁର ସନାତନପାଲି ଠାରେ କୃଷକ ଭବନ ପାଇଁ ଭୂମିପୂଜନ ସହ ‘ପୁଷ୍ପକୃଷି ପଲୀହାଉସ’ ଲୋକାର୍ପିତ

ସନାତନପାଲି/ସମ୍ବଲପୁର:ସମ୍ବଲପୁର ଜିଲ୍ଲାରେ କୃଷିଜାତ ଦ୍ରବ୍ୟ, ଉଦ୍ୟାନ ଜାତ କୃଷି ଦ୍ରବ୍ୟ, ପଶୁପାଳନ ଏବଂ ମତ୍ସ୍ୟଚାଷ କ୍ଷେତ୍ରରେ ଉତ୍ପାଦନ ବୃଦ୍ଧି କରାଯିବ । ବିଶେଷ ଭାବରେ ଏହି ୪ଟି କୃଷି କ୍ଷେତ୍ରକୁ ପ୍ରାଧାନ୍ୟ ଦେଇ ଚାଷୀମାନଙ୍କ ଜୀବନଜୀବିକାରେ ସୁଧାର ଅଣାଯିବ । ଏହା ଦ୍ୱାରା ‘ବିକଶିତ
Read More...

ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି

ନୂଆଦିଲ୍ଲୀ: ମହାବିଷୁବ ପଣାସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଆଗାମୀ ବର୍ଷ ଆପଣଙ୍କ ସ୍ବପ୍ନ ସାକାରର ବର୍ଷ ହେଉ। ଆପଣଙ୍କ ଜୀବନ ସୁଖ,
Read More...

୧୬ରୁ +୩ ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର: ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଛାତ୍ରୀଛାତ୍ର ଆବେଦନ କରିପାରିବେ। NEP-୨୦୨୦ ଆଧାରରେ ୨୦୨୫-୨୬ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ର SAM ପୋର୍ଟାଲରେ ମାଧ୍ୟମରେ +୩ ନାମଲେଖା ପାଇଁ ଆବେଦନ କରିପାରିବେ। ଜୁଲାଇ ୧୦ ତାରିଖ ସୁଦ୍ଧା ପାଠ୍ୟକ୍ରମ ଆରମ୍ଭ ହେବ
Read More...

ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି କାଳବୈଶାଖୀର ତାଣ୍ଡବ । ବିଭିନ୍ନ ସ୍ଥାନରେ ପବନ ସାଙ୍ଗକୁ ବର୍ଷା ହେଉଥିବା ଦେଖିବାକୁ ମିଳୁଛି । କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଛି । ଏମିତି ସ୍ଥିତି ଆହୁରି ୭ ଦିନି ପର୍ଯ୍ୟନ୍ତ ଜାରି ରହିବା ନେଇ ପୂର୍ବାନୁମାନ କରିଛି
Read More...