୩୦ ଦିନରେ କରୋନା ପୀଡିତଙ୍କୁ ମିଳିବ କ୍ଷତିପୂରଣ ଟଙ୍କା
ନୂଆଦିଲ୍ଲୀ: ମହାମାରୀ କରୋନାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ବର୍ଗଙ୍କୁ ୫୦ ହଜାର ଟଙ୍କା ଲେଖାଏ କ୍ଷତିପୂରଣ ମିଳିବା ନେଇ କେନ୍ଦ୍ର ସରକାର କରିଥିବା ଯୋଜନାକୁ ସୁପ୍ରିମକୋର୍ଟ ଆଜି ଅନୁମତି ପ୍ରଦାନ କରିଛନ୍ତି । ଆରମ୍ଭରୁ କ୍ଷତିପୂରଣ ପ୍ରଦାନ ସପକ୍ଷରେ କେନ୍ଦ୍ର ସରକାର ନଥିଲେ । କିନ୍ତୁ!-->…
Read More...
Read More...