ଆସୁଛି ଲଘୁଚାପ: ଆଜିଠୁ ଛେଚିବ ବର୍ଷା

ଭୁବନେଶ୍ୱର: ଆଜିଠୁ ବର୍ଷା, ତାତିରୁ ମିଳିବ ସାମାନ୍ୟ ଆସ୍ବସ୍ତି। ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ତାର ପାର୍ଶବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୫.୮କିମି ଉଚ୍ଚତା ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ
Read More...

କାର୍ଯ୍ୟରତ ମହିଳା ସାମ୍ବାଦିକାଙ୍କୁ ସେବାୟତଙ୍କ ମାଡ଼ ମାରିବା ଘଟଣା,ଅଭିଯୁକ୍ତଙ୍କ ଗିରଫ ଦାବିରେ ବିକ୍ଷୋଭ ପ୍ରଦର୍ଶନ

ପୁରୀ: ଶ୍ରୀମନ୍ଦିର ସମ୍ମୁଖରେ କିଛି ନିର୍ଦ୍ଧିଷ୍ଟ ସେବାୟତଙ୍କ ଦ୍ବାରା ପୁରୀର କାର୍ଯ୍ୟରତ ମହିଳା ସାମ୍ବାଦିକାଙ୍କୁ ଅସଦାଚରଣ ଏବଂ ମାଡ଼ ମାରିବା ଘଟଣାକୁ ୨୪ ଘଣ୍ଟା ବିତିଥିବାବେଳେ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହୋଇନି ପୋଲିସ। ଭାଇରାଲ୍ ହେଉଥିବା ଭିଡିଓ ଫୁଟେଜରୁ ଅଭିଯୁକ୍ତ ମାନଙ୍କର
Read More...

ବୌଦ୍ଧରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ବୌଦ୍ଧ: ଆଜିଠାରୁ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀ ଟ୍ରଫି ବୌଦ୍ଧ ଜିଲ୍ଲାସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ । ବୌଦ୍ଧ ଷ୍ଟାଡିଅମ ଠାରେ ସୋମବାର ଅପରାହ୍ନରେ ୧୫ ବର୍ଷରୁ କମ୍ ଫୁଟବଲ ଖେଳାଳିଙ୍କୁ ନେଇ ମୁଖ୍ୟମନ୍ତ୍ରୀ ଟ୍ରଫି ଉଦଘାଟିତ ହୋଇଯାଇଛି । ଜିଲ୍ଲାସ୍ତରୀୟ ଏହି ଫୁଟବଲ ଟୁର୍ଣ୍ଣାମେଣ୍ଟ କୁ
Read More...

ଫିଟ୍‌ ରହିବାକୁ ହେଲେ ତେଲର ବ୍ୟବହାର କମ୍‌ କରନ୍ତୁ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ସୋମବାର ବିଶ୍ୱ ସ୍ବାସ୍ଥ୍ୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସୁସ୍ଥ ଜୀବନଶୈଳୀ ଗ୍ରହଣ କରିବା ଏବଂ ସ୍ଥୂଳକାୟତା ବା ମୋଟାପଣ ଏଡାଇବାକୁ ନିବେଦନ କରିଛନ୍ତି। ସେ କହିଥିଲେ ଯେ ବ୍ୟକ୍ତିଗତ ଫିଟନେସକୁ ପ୍ରାଥମିକତା ଦେବା ଦ୍ୱାରା ଭାରତ ଏକ ବିକଶିତ
Read More...

ବଙ୍ଗୋପସାଗରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର: ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୮ ତାରିଖ ଯାଏ ଉତ୍ତରପଶ୍ଚିମ ଦିଗରେ ଏହା ଗତି କରିବ। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବ। ୪୮ ଘଣ୍ଟା ଯାଏ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବା ସମ୍ଭାବନା ରହିଥିବା
Read More...

ସିଫାରେର୍ସ ଆସୋସିଏସନ୍ ଅଫ୍ ଓଡ଼ିଶା ତରଫରୁ ଜାତୀୟ ସାମୁଦ୍ରିକ ଦିବସ ପାଳନ

ଭୁବନେଶ୍ୱର: ଗତ ୫ ତାରିଖରେ ଜାତୀୟ ସାମୁଦ୍ରିକ ଦିବସ ଅବସରରେ ସିଫାରେର୍ସ ଆସୋସିଏସନ୍ ଅଫ୍ ଓଡ଼ିଶା ତରଫରୁ ଜାତୀୟ ସାମୁଦ୍ରିକ ଦିବସ ପାଳନ ହୋଇଯାଇଛି । ଏହି ଅବସରରେ ୩୫୦୦ରୁ ଉର୍ଦ୍ଧ୍ୱ ନାବିକଙ୍କୁ ନେଇ ଗଠିତ ଏହି ଆସୋସିଏସନର ସଦସ୍ୟମାନେ ନିୟମିତ ବୈଠକ ଏବଂ କାର୍ଯ୍ୟକ୍ରମ ପରିଚାଳନା ପାଇଁ
Read More...

ରିଲେଶନସିପ୍‌ରେ ଅଛନ୍ତି ଧାଓ୍ବନ

ନୂଆଦିଲ୍ଲୀ: ଚାମ୍ପିଅନ୍ସ ଟ୍ରଫି ୨୦୨୫ ସମୟରେ ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଓପନର୍‌ ଶିଖର ଧାଓ୍ବନଙ୍କ ଏକ ଭିଡିଓ ଭାଇରାଲ ହୋଇଥିଲା। ସେ ଜଣେ ‘ମିଷ୍ଟ୍ରି ଗର୍ଲ’ଙ୍କ ସହ ଖେଳର ମଜା ନେଉଥିଲେ। ଏହାପରଠାରୁ ସେ କିଏ ତାହା ଜାଣିବାକୁ ପ୍ରଶଂସକଙ୍କ ଉତ୍କଣ୍ଠା ବୃଦ୍ଧି ପାଇଥିଲା। ଅନେକ
Read More...

ଆସୁଛି ବଡ଼ ବର୍ଷା

ଭୁବନେଶ୍ୱର :ପାଣିପାଗକୁ ନେଇ ବଡ଼ ଅପଡେଟ । ଆସୁଛି ବଡ଼ ବର୍ଷା । କେବଳ ସେତିକି ନୁହେଁ ୫ ଦିନ ଯାଏ କୁଆପଥର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜିଠୁ ପାଗରେ ପରିବର୍ତ୍ତନ ହେବ । କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତା ଏପ୍ରିଲ ୫ ତାରିଖ ଯାଏ ରାଜ୍ୟର
Read More...

ଶେଷ ହେଲା ସପ୍ତଦଶ ବିଧାନସଭା ଅଧିବେଶନ

ଭୁବନେଶ୍ୱର : ଶେଷ ହେଲା ସପ୍ତଦଶ ବିଧାନସଭା ଅଧିବେଶନ । ଅନିର୍ଦ୍ଧିଷ୍ଟ କାଳ ପାଇଁ ଗୃହକୁ ମୂଲତବୀ ଘୋଷଣା କଲେ ବାଚସ୍ପତି ।  ଆଗକୁ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ନଥିବାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା ଲାଗି ପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ। ଯାହାକୁ
Read More...

ସଂସ୍କୃତି ଭବନରେ ଜିଲ୍ଲା ସ୍ତରୀୟ ଓଡିଶା ଦିବସ ପାଳିତ ହେବ

ପୁରୀ :ପୁରୀ ଜିଲ୍ଲା ସ୍ତରୀୟ ୯୦ ତମ ଓଡିଶା ଦିବସ ର ମୁଖ୍ୟ ଅତିଥି ଭାବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଯୋଗ ଦେବେ।ଅପ୍ରେଲ ୧ ତାରିଖ ସଂଧ୍ୟା ୬ ଘଟିକା ୩୦ ମିନିଟ ସମୟରେ ଜିଲ୍ଲା ସଂସ୍କୃତି ଭବନ ଠାରେ ଓଡିଶା ଦିବସ ସମାରୋହ ଅବସରରେ
Read More...