ବୋରଗାଁ ହତ୍ୟାକାଣ୍ଡ, ୪ କୋର୍ଟ ଚାଲାଣ
ଦଶପଲ୍ଲା : ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ବାଇଗୁଣିଆ ପଞ୍ଚାୟତ ବୋରଗାଁ ଗ୍ରାମରେ ଘଟିଥିବା ହତ୍ୟାକାଣ୍ଡ ମାମଲାରେ ଫତେଗଡ଼ ପୁଲିସ ସୋମବାର ୪ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ଏକ ପାରିବାରିକ କଳହକୁ ନେଇ ଗତ ୧୭ ତାରିଖରେ ବୋରଗାଁରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା ।!-->…
Read More...
Read More...