ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ
ପୁରୀ,୨୬/୮- ନବଗଠିତ ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ଆଜି ସରିଯାଇଛି । ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଆସନ୍ତାବର୍ଷ ଶ୍ରୀମନ୍ଦିର ଆଦର୍ଶ ଗୁରୁକୁଳ କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ରଖାଯାଇଛି । ଶ୍ରୀମନ୍ଦିର ରକ୍ଷଣାବେକ୍ଷଣ ଓ ମରାମତି ପାଇଁ ଏଏସ ଆଇ ଓ!-->…
Read More...
Read More...