ପୁରୀ ଗସ୍ତରେ ମୁଖ୍ୟଶାସନ ସଚିବ ସୁରେଶ ମହାପାତ୍ର
ପୁରୀ,୨୬/୮- ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଆଜି ପୁରୀ ଗସ୍ତରେ ଆସି ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି । ସେହିପରି କିଭଳି ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ହୋଇପାରିବ ସେ ନେଇ ଜିଲ୍ଲାପାଳ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ଆଲୋଚନା କରିଛନ୍ତି । ଏଥିସହିତ ସେବାୟତଙ୍କ ସହ!-->…
Read More...
Read More...