ମାତ୍ର ୨୯ ବର୍ଷରେ ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା ଜଣାଇଲେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ
ନୂଆଦିଲ୍ଲୀ : ୱେଷ୍ଟଇଣ୍ଡିଜର ଡ୍ୟାସିଂ ବ୍ୟାଟସମ୍ୟାନ୍ ନିକୋଲାସ୍ ପୁରନ୍ ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା ଜଣାଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି । ପୂରଣ ମାତ୍ର ୨୯ ବର୍ଷ ବୟସରେ ଏହି ନିଷ୍ପତ୍ତି ନେଇଛନ୍ତି ଏବଂ ସେ ଏକ ଭାବପ୍ରବଣ ପୋଷ୍ଟ ମାଧ୍ୟମରେ ଏହା ବିଷୟରେ ସୂଚନା!-->…
Read More...
Read More...