ଦେଢ଼ଲକ୍ଷ ଟପିଲା ସୁନା
ନୂଆଦିଲ୍ଲୀ- ଦେଶରେ ସୁନା ଓ ରୁପା ଦାମ୍ ଥମିବାର ନାଁ ନେଉନି । ଗତକାଲି ଅପେକ୍ଷା ଆଜି ଦେଶରେ ସୁନା ଦାମ୍ ଗ୍ରାମ ପିଛା ୭୪୮ ଟଙ୍କା ବୃଦ୍ଧି ପାଇ ଦେଢ଼ ଲକ୍ଷ ପାର୍ କରିଛି । ରୂପା ଦାମ୍ ମଧ୍ୟ ୧୦ ଗ୍ରାମ ପିଛା ୧୦୦ଟଙ୍କା ବୃଦ୍ଧି ହୋଇଛି ।ଆଜିର ସୁନା ଓ ରୂପା ଦର ଅନୁସାରେ ସୁନା ପ୍ରଥମ ଥର!-->…
Read More...
Read More...