ସୁଭଦ୍ରା ସଂପର୍କରେ ଗୃହରେ ବଡ ତଥ୍ୟ ଦେଲେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସରଜମିନ ତଦନ୍ତ ପରେ ସୁଭଦ୍ରାରେ ଯୋଡ଼ି ହେଲେ ୧୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳା। ଗୃହରେ ତଥ୍ୟ ରଖିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧୭ ଲକ୍ଷ ୮୩ ହଜାର ୨୫୧ ମହିଳା ସୁଭଦ୍ରାରେ ଯୋଡ଼ି ହୋଇଛନ୍ତି।୭ ଲକ୍ଷ ୫୧ ହଜାର ୪୭୯ ଜଣ ସମସ୍ତ ୩ଟି କିସ୍ତି ପାଇଛନ୍ତି।୧ କୋଟି ୩ ଲକ୍ଷ ୮୯!-->…
Read More...
Read More...