କେନ୍ଦ୍ରାପଡାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଣ୍ଠୁମାଡି ପ୍ରଣାମ କଲେ ଜଣେ ସାଧାରଣ ମହିଳାଙ୍କୁ
କେନ୍ଦ୍ରାପଡ଼ା,୩୦/୫:- କେନ୍ଦ୍ରାପଡାରେ ନିର୍ବାଚନ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । କେନ୍ଦ୍ରାପଡ଼ା ବାରୋ ସିଦ୍ଧମଠ ପଡିଆରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ଅପରାହ୍ନରେ ଯୋଗଦେଇ ପ୍ରଧାନମନ୍ତ୍ରୀ ଉପସ୍ଥିତ ଜନତାଙ୍କୁ ଉଦବୋଧନ ଦେଇଥିଲେ । ନିଜ!-->…
Read More...
Read More...