ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ସାକ୍ଷୀ ଦେଲେ ଅରୁଣ ବୋଥ୍ରା
ବଲାଙ୍ଗିର : ବଲାଙ୍ଗିର ପାଟଣାଗଡ଼ର ବହୁ ଚର୍ଚ୍ଚିତ ପାର୍ସଲ ବୋମା ବିସ୍ଫୋରଣ ଘଟଣା ମାମଲାରେ ସାକ୍ଷୀ ଦେଲେ ଅରୁଣ ବୋଥ୍ରା। ଏହି ଘଟଣାକୁ ୬ ବର୍ଷ ପୂରି ଯାଇଥିଲେ ବି କୋର୍ଟରେ ଏହାର ଶୁଣାଣି ଏବେ ବି ଚାଲିଛି। ମଙ୍ଗଳବାର ପାଟଣାଗଡ଼ ଏଡ଼ିଜେଙ୍କ କୋର୍ଟରେ ସାକ୍ଷ୍ୟ ପ୍ରଦାନ କରିଛନ୍ତି ତତକଳୀନ!-->…
Read More...
Read More...