ସୁନାବେଶରେ ଦର୍ଶନ ଦେଲେ ମହାପ୍ରଭୁ,୧୫ଲକ୍ଷରୁ ଉର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ସମାଗମ
ପୁରୀ : ହରିଶୟନ ଏକାଦଶୀ ତିଥିରେ ରଥ ଉପରେ ଶ୍ରୀଜୀଉମାନଙ୍କର ବଡତଢା଼ଉ ବେଶ ବା ସୁନାବେଶ ଅନୁଷ୍ଠିତ ହୋଇଯାଇଛି । ସକାଳୁ ତିନିରଥ ଉପରେ ଦୈନଦିନ ନୀତି କରାଯାଇଥିବା ବେଳେ ମଧ୍ୟାହ୍ନ ଧୂପ ଓ ମଇଲମ ନୀତି ପରେ ମହଣ ମହଣ ସୁନାରେ ବିଭୂଷିତ ହୋଇଥିଲେ ଶ୍ରୀଜିଉ । ସେଥିପାଇଁ ଆଜି ସକାଳୁ ସକାଳୁ!-->…
Read More...
Read More...