ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ନିଶା ନିରୋଧ ଦିବସ ପାଳିତ
ପାରଳାଖେମୁଣ୍ଡି :ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମ ନିଯୁକ୍ତି ଅନୁଷ୍ଠାନଠାରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ନିରୋଧ ଦିବସ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ପୂର୍ବାହ୍ନ ଘ ୮.ଘଟିକା ସମୟରେ ସହରରୁ ବିଭିନ୍ନ!-->…
Read More...
Read More...