ପ୍ୟାରିସ୍ ଫ୍ୟାଶନ୍ ୱିକରେ ପ୍ରିୟଙ୍କାଙ୍କ ଜଳୱା, ଝିଅ ମାଳତୀ ଆସିଲେ ନଜର

ପ୍ରିୟଙ୍କା ଚୋପ୍ରା ପ୍ୟାରିସ୍ ଫ୍ୟାଶନ୍ ୱିକରେ ଅଂଶଗ୍ରହଣ କରିଥିଲେ। ସେ ଏହି କାର୍ଯ୍ୟକ୍ରମର କିଛି ଫଟୋ ସୋସିଆଲ ମିଡିଆରେ ସେୟାର କରିଛନ୍ତି । ଏଥିରେ ତାଙ୍କ ସ୍ୱାମୀ ନିକ୍ ଜୋନାସ୍ ସହିତ ପ୍ରିୟଙ୍କାଙ୍କ ଷ୍ଟାଇଲିସ୍ ପ୍ରବେଶ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। କାର୍ଯ୍ୟକ୍ରମର ଆଗ…
Read More...

ସଞ୍ଜୁ ସାମସନଙ୍କ ବିଷୟରେ ଏହି ବଡ କଥା କହିଲେ ଗମ୍ଭୀର

ନୂଆଦିଲ୍ଲୀ- ଇଂଲଣ୍ଡ ବିପକ୍ଷ ଟି20 ସିରିଜରୁ ସଞ୍ଜୁ ସାମସନଙ୍କ ବାଦ ପଡ଼ିବା ନେଇ ଉଠିଥିବା ପ୍ରଶ୍ନ ମଧ୍ୟରେ, ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ସ୍ପଷ୍ଟ କରିଛନ୍ତି ଯେ ଖେଳାଳିଙ୍କୁ ତାଙ୍କ ଭୂମିକା ଏବଂ ଦଳରୁ ବାଦ ପଡ଼ିବା ବିଷୟରେ ସମ୍ପୂର୍ଣ୍ଣ ଅବଗତ କରାଯାଇଛି। ସେ ଏହା ମଧ୍ୟ…
Read More...

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୭୭ ତମ ବନ ମହୋତ୍ସବ ପାଳିତ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ୭୭ ତମ ବନ ମହୋତ୍ସବ ପାଳିତ ହୋଇଯାଇଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡ଼ା ବନଖଣ୍ଡ ପକ୍ଷରୁ ଜୁଲାଇ ୧ ତାରିଖରୁ ୭ ତାରିଖ ଯାଏଁ ବନ ମହୋତ୍ସବ ସପ୍ତାହ ପାଳନ କରାଯାଇଛି । ଏହି ଅବସରରେ ବନ…
Read More...

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ

ଜୟପୁର: ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା ଭିଜିଲାନ୍ସ । ଜୟପୁର ସମେତ କଟକର ୨ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି।
Read More...

ସୌମ୍ୟ ହତ୍ୟା ମାମଲା: ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର : ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌ ଜେଲ୍‌ରେ ପହଞ୍ଚି ମାମଲାରେ ଗିରଫ ହୋଇଥିବା ୨୦ ଜଣ ଅଭିଯୁକ୍ତଙ୍କୁ ଜେଲ୍‌ ଭିତରେ ପଚରାଉଚରା…
Read More...

ଆଇଆଇସି ବ୍ୟୁଟି ମହାନ୍ତି ମୃତ୍ୟୁ ମାମଲା;ଆସିଲା ପୋଷ୍ଟମର୍ଟମ ରିପୋର୍ଟ

କଟକ: କଟକ ଚାଉଳିଆଗଞ୍ଜ ଥାନାର ଆଇଆଇସି ବ୍ୟୁଟି ମହାନ୍ତିଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଛି ବଡ଼ ତଥ୍ୟ। ତାଙ୍କ ପୋଷ୍ଟମର୍ଟମ ରିପୋର୍ଟରେ ମୃତ୍ୟୁର କାରଣ ଶ୍ୱାସରୁଦ୍ଧ (ଆସଫିକ୍ସିଆ) ବୋଲି ସ୍ପଷ୍ଟ ହୋଇଛି। ଏହି ରିପୋର୍ଟ ପ୍ରକାଶ ପାଇବା ପରେ ଘଟଣାଟି ଆତ୍ମହତ୍ୟା ନା ହତ୍ୟା,…
Read More...

ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପିଏମ ମୋଦୀ

ନୂଆଦିଲ୍ଲୀ: ବିଶ୍ୱ ଦରବାରରେ ପୁଣି ଥରେ ବଢ଼ିଛି ଭାରତର ଗୌରବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନିଜର ସର୍ବୋଚ୍ଚ ନାଗରିକ ସମ୍ମାନ 'ବିନ୍ତାଙ୍ଗ ଆଦିପୂର୍ଣ୍ଣ' ରେ ସମ୍ମାନିତ କରିଛି ଦକ୍ଷିଣ-ପୂର୍ବ ଏସିଆର ପ୍ରମୁଖ ଦେଶ ଇଣ୍ଡୋନେସିଆ। ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ଏକ ନୂଆ…
Read More...

ଆଜି ତୃତୀୟ ଟି-ଟ୍ୱେଣ୍ଟି ; ବୈଭବଙ୍କ ଉପରେ ସମସ୍ତଙ୍କ ନଜର

ନୂଆଦିଲ୍ଲୀ; ଘରୋଇ ଇଂଲଣ୍ଡ ଓ ଭାରତ ମଧ୍ୟରେ ଆଜି ତୃତୀୟ ଟି-ଟ୍ୱେଣ୍ଟି ଖେଳାଯିବ । ପ୍ରଥମ ମ୍ୟାଚ ବର୍ଷା ଯୋଗୁଁ ବାତିଲ ହୋଇଥିଲା । ଦ୍ୱିତୀୟ ମ୍ୟାଚ ଜିତି ଇଂଲଣ୍ଡ ୧-୦ରେ ସିରିଜ ଆଗୁଆ ରହିଛି । ଫଳରେ ଭାରତ ଆଉ ଡେରି ନକରି ଯଥା ସମ୍ଭବ ବିଜୟ ସହ ସିରିଜକୁ ଫେରିବାକୁ ଚେଷ୍ଟା କରିବ । ଫଳରେ…
Read More...

ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ସତର୍କତା

ବୌଦ୍ଧ, ୪/୭(ହୀ.ପ୍ର):- ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ବୌଦ୍ଧଜିଲ୍ଲା ପାଇଁ ଆସନ୍ତା ଦୁଇଦିନ ପ୍ରବଳ ବର୍ଷା ସମ୍ଭାବନା ଦର୍ଶାଇ ରେଡ୍‌ ୱାର୍ନିଂ ଜାରି କରାଯାଇଥିବା ପରିପ୍ରେକ୍ଷୀରେ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ ଆଜି ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସହ ଏକ ଜରୁରୀକାଳୀନ ଆଭାସୀ…
Read More...

ଡାକ୍ତରଙ୍କ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ବର ୪।୭: ରାଜ୍ୟରେ ଡାକ୍ତରଙ୍କ ଆନ୍ଦୋଳନ ସ୍ଥଗିତ । ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ଆଲୋଚନା ପରେ ଆନ୍ଦୋଳନ ସ୍ଥଗିତ ରଖିଲା OMSA । ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ OMSAର ଆଲୋଚନା ପରେ ଆନ୍ଦୋଳନ ସ୍ଥଗିତ ନିଷ୍ପତ୍ତି ନିଆଯାଇଛି । ଡାକ୍ତରଙ୍କ ଦାବିରେ ସମାଧାନ ପାଇଁ…
Read More...