ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା
ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା । କୁମ୍ଭୀର ଓ ପକ୍ଷୀ ଗଣନା ପାଇଁ ଭିତରକନିକା ବନ୍ଦ ଥିଲା । ଗତ ୪ରୁ ୧୩ ତାରିଖ ଯାଏଁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ଥିଲା ।ଭିତରକନିକା ଅଭୟାରଣ୍ୟରେକୁମ୍ଭୀର ସଂଖ୍ୟାରେ ବୃଦ୍ଧି ଘଟିଛି । ଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ୧୮ଟି କୁମ୍ଭୀର ବଢ଼ିଛନ୍ତି ।!-->…
Read More...
Read More...