ସର୍ବ ଭାରତୀୟ ଦଶପଲ୍ଲା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଘାଟିତ
ଦଶପଲ୍ଲା : ଦଶପଲ୍ଲାର ଅଗ୍ରଣୀ କ୍ରୀଡ଼ା ଅନୁଷ୍ଠାନ ସ୍ପୋର୍ଟିଭ୍ ସ୍ପୋର୍ଟସ ସୋସାଇଟି ଆନୁକୂଲ୍ୟରେ ଆଜିଠାରୁ ସର୍ବ ଭାରତୀୟ ଦଶପଲ୍ଲା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି । ଆଜି ଅତ୍ୟନ୍ତ ଉତ୍ସାହ ଉଦ୍ଦୀପନାର ସହିତ ଦଶପଲ୍ଲାର ଆରାଧ୍ୟଦେବ ଶ୍ରୀ ଶ୍ରୀ ମହାବୀରଙ୍କ ଲାଗିମାଳ ଓ!-->…
Read More...
Read More...