ପୃଥକ ପୃଥକ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ୬୨ କେଜି ଗଞ୍ଜେଇ ଜବତ, ୪ ଗିରଫ
ସୁବର୍ଣ୍ଣପୁର : ଜିଲ୍ଲା ଅବକାରୀ ବିଭାଗର ମୋବାଇଲ ଟିମ୍ ଦ୍ୱାରା ଆଜି ସକାଳୁ ପେଟ୍ରୋଲିଂ ଚାଲୁଥିବା ବେଳେ ତିନୋଟି ପୃଥକ ପୃଥକ ମାମଲାରେ ଗଞ୍ଜେଇ ଚୋରା ଚାଲାଣ ଗାଡି ସହ ଅଭିଯୁକ୍ତକୁ ଧରିବାରେ ସଫଳ ହୋଇଛି । ପ୍ରଥମେ ସହରର ବୁଢାରଜା ଛକରେ ଚଢାଉ କରି ଏକ ଇନୋଭା ଗାଡିରେ ଚାଲାଣ ହେଉଥିବା ୩୦!-->…
Read More...
Read More...