ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା ଶିବିର
ଯାଜପୁର :ମଙ୍ଗଳବାର ଜିଲ୍ଲା ଓ ଦୌରାଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷା ଡ.ଜୀବନଜ୍ୟୋତି ରଥଙ୍କ ନିର୍ଦ୍ଦେଶକ୍ରମେ ଏକ ଆଇନ ସଚେତନତା ଶିବିର ବିରଜା ଆଇନ ମହାବିଦ୍ୟାଳୟ, ଯାଜପୁର ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଶ୍ରୀମତୀ!-->…
Read More...
Read More...