ପରିକ୍ରମା ପ୍ରକଳ୍ପ ଲୋକାର୍ପଣରେ ସମସ୍ତେ ସାମିଲ ହେବାକୁ ଜିଲ୍ଲାପାଳଙ୍କ ଅନୁରୋଧ
ପୁରୀ :ମହାପ୍ରଭୁଙ୍କ ମନ୍ଦିର ଚତୁପାର୍ଶ୍ୱର ପରିକ୍ରମା ପ୍ରକଳ୍ପର କାର୍ଯ୍ୟ ଶେଷ ପର୍ଯ୍ୟାୟରେ । ଆସନ୍ତା ଜାନୁଆରୀ ୧୭ ତାରିଖରେ ଏହାର ଲୋକାର୍ପଣ ହେବ । ତେଣୁ ଏହି କାର୍ଯ୍ୟକ୍ରମରେ ସମସ୍ତେ ସାମିଲ ହେବାକୁ ଜିଲ୍ଲାପାଳ ସମର୍ଥ ବର୍ମା ଅନୁରୋଧ କରିଛନ୍ତି । ଆଜି ଅପରାହ୍ନ ରେ ସର୍କିଟ ହାଉସ!-->…
Read More...
Read More...