ଡାକ୍ତର ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ,ରୋଗୀ ସେବା ବାଧାପ୍ରାପ୍ତ
ବାଲିଗୁଡ଼ା: ଜୁଲାଇ ୧ ତାରିଖ ରାଷ୍ଟ୍ରୀୟ ଡାକ୍ତର ଦିବସରୁ ଓମସା ପକ୍ଷରୁ ୧୦ ଦଫା ଦାବିରେ ପୁଣି ରାଜ୍ୟବ୍ୟାପୀ ଆନ୍ଦୋଳନ ଆରମ୍ଭ ହୋଇଛି । ରାଜ୍ୟ ଡାକ୍ତର ସଙ୍ଘର ନିର୍ଦ୍ଦେଶନାରେ କନ୍ଧମାଳ ଜିଲ୍ଲାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଧାରଣାରେ ବସିଛନ୍ତି!-->…
Read More...
Read More...