ଅଯୋଧ୍ୟା ଶ୍ରୀରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପାଇଁ ଅକ୍ଷତ ଚାଉଳ ଓ ନିମନ୍ତ୍ରଣ ପ୍ରଦାନ କଲେ ଲେଖାଶ୍ରୀ
ହରଭଙ୍ଗା :ସାରା ଭାରତ ବର୍ଷ ଅଯୋଧ୍ୟାର ଶ୍ରୀରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପାଇଁ ଉତ୍ସବ ମୁଖର ଏହି ଅବସରରେ ବୌଦ୍ଧ ଜିଲ୍ଲାର ହରଭଙ୍ଗା ବ୍ଲକ କୃଷ୍ଣପାଲି ଗ୍ରାମରେ ଅକ୍ଷତ ଚାଉଳ ଓ ନିମନ୍ତ୍ରଣ ପତ୍ର ଘରକୁ ଘର ଦେଇ ନିମନ୍ତ୍ରିତ କରାଯାଇଛି । ମର୍ଯ୍ୟାଦା ପୁରୁଷ ଶ୍ରୀରାମ ଚନ୍ଦ୍ରଙ୍କ ମନ୍ଦିର!-->…
Read More...
Read More...