ଜି.ଉଦୟଗିରି କଳିଙ୍ଗ ମହାବିଦ୍ୟାଳୟରେ ଯୋଗ ଶିବିର
ଜି.ଉଦୟଗିରି: ସ୍ଥାନୀୟ କଳିଙ୍ଗ ମହାବିଦ୍ୟାଳୟରେ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ଅନୁଷ୍ଠାନ ଅଧ୍ୟକ୍ଷ ସୁଧାଂଶୁ ଶେଖର ମେହେର ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିବାବେଳେ ପତଞ୍ଜଳି ଯୋଗ ସମିତି ଜିଲ୍ଲା ଯୋଗ ପ୍ରଭାରୀ ତଥା ଯୋଗଗୁରୁ!-->…
Read More...
Read More...