ସହରର ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ବିଜେପି ପକ୍ଷରୁ ବରଗଡ଼ ପୌର କାର୍ଯ୍ୟାଳୟ ଘେରାଓ

ବରଗଡ଼: ଆଜି ବରଗଡ଼ ସହରର ବିଭିନ୍ନ ସମସ୍ୟାର ସମାଧାନ ଓ ପୌରପରିଷଦରେ ଚାଲିଥିବା ବିଭିନ୍ନ ଦୁର୍ନୀତି ବିରୋଧରେ ଭାରତୀୟ ଜନତା ପାର୍ଟି ବରଗଡ଼ ନଗର ତରଫରୁ ବରଗଡ଼ ପୌରକାର୍ଯ୍ୟାଳୟ ଘେରାଓ କରାଯାଇଥିଲା । ଏହି ଅବସରରେ ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଏକ ୧୦ ଦଫା ଦାବିପତ୍ର
Read More...

ପୁରୀରେ ଉଦଘାଟିତ ହେଲା ମଲ୍ଟି ଲେବୁଲ କାର ପାର୍କିଂ

ପୁରୀ: ପୁରୀରେ ଉଦଘାଟିତ ହେଲା ମଲ୍ଟି ଲେବୁଲ କାର ପାର୍କିଂ । ପୁରୀ ଜେଲ ରୋଡ ସ୍ଥିତ ନବନିର୍ମିତ ପାର୍କିଂ ଆଜି ଉଦଘାଟିତ ହୋଇଛି । ଏହି ପାର୍କିଂରେ ୫୦୦ କାର ଓ ୫୦୦ ବାଇକ ଏକକାଳୀନ ପାର୍କିଂ ହେବାର କ୍ଷମତା ରହିଛି । ପ୍ରତି ଚାରିଚକିଆ ଯାନକୁ ୪ଘଣ୍ଟା ପିଛା ୫୦ ଟଙ୍କା ଦେଇ ପାର୍କିଂ
Read More...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୪ ଓଡ଼ିଆ ଶ୍ରମିକ,ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର:ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକ ମାନେ ଆଜି ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି।ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି
Read More...

ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ , ୩ ରେ ହୋଇପାରେ ବାତ୍ୟା

ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପଟି ଆଜି ଅବପାତରେ ପରିଣତ ହୋଇଛି। ଏହା ପୁଡୁଚେରୀ ଠାରୁ ୭୯୦, ଚେନ୍ନାଇ ଠାରୁ ୮୦୦ କିମି ଦୂରରେ ଅବସ୍ଥିତ ରହିଛି। ଦିନକ ପରେ ଅର୍ଥାତ ୩ ତାରିଖ ରବିବାର ଏହା ବାତ୍ୟାରେ ରୂପାନ୍ତର ହୋଇପାରେ। ଏନେଇ ପୂର୍ବାନୁମାନ କରିଛି ପାଣିପାଗ।
Read More...

‘୫ ବର୍ଷରେ ୨୦ ଥର ଭୁଶୁଡିଛି ଉତ୍ତରକାଶୀ ସିଲ୍କିଆରା ସୁଡ଼ଙ୍ଗ’

ପୂରା ଦେଶବାସୀଙ୍କୁ ଚିନ୍ତାରେ ପକାଇ ଦେଇଥିବା ଉତ୍ତରାଖଣ୍ଡ ଟନେଲ ଦୁର୍ଘଟଣାକୁ ନେଇ ସାମ୍ନାକୁ ଆସିଛି ନୂଆ ତଥ୍ୟ। ସିଲ୍କିଆରା-ବାରକୋଟ ଟନେଲ ପ୍ରଥମ କରି ଭୁଶୁଡି ନଥିଲା, ଏହାପୂର୍ବରୁ ୫ ବର୍ଷରେ ୨୦ ଥର ଭୁଶୁଡି ପଡ଼ିଥିବା କହିଛନ୍ତି ଜଣେ ବରିଷ୍ଠ ଅଧିକାରୀ। ପ୍ରୋଜେକ୍ଟ ତଦାରଖ କରୁଥିବା
Read More...

ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷାରେ ମିଳିବନି ଡିଭିଜନ୍ କିମ୍ବା ରାଙ୍କ୍, ବଡ଼ ନିଷ୍ପତ୍ତି ନେଲା ଏହି ବୋର୍ଡ

ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଆଉ ମିଳିବନି ଗ୍ରେଡ୍ କିମ୍ବା ରାଙ୍କ୍ । ତତ୍କାଳ ପ୍ରଭାବ ସହ ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଡିଭିଜନ୍(ଗ୍ରେଡ୍) ଓ ରାଙ୍କ୍ ନ ଦେବା ନେଇ ନିଷ୍ପତ୍ତି ନିଆଯାଇଛି । ଏହା ବଦଳରେ ବ୍ୟକ୍ତିଗତ ବିଷୟଗୁଡ଼ିକରେ ଛାତ୍ରଛାତ୍ରୀଙ୍କ ପ୍ରଦର୍ଶ
Read More...

୪୫ ସ୍କୁଲକୁ ବୋମା ବିସ୍ଫୋରଣ ଧମକ

କର୍ଣ୍ଣାଟକାର ରାଜଧାନୀ ବେଙ୍ଗାଲୁରୁରେ ବୋମା ଆତଙ୍କ। ଗୋଟିଏ କି ଦୁଇଟି ନୁହେଁ, ଏକାଥରେ ୪୫ଟି ସ୍କୁଲକୁ ମିଳିଛି ବିସ୍ଫୋରଣର ଧମକ। ଇ-ମେଲ ଯୋଗେ ଘରୋଇ ସ୍କୁଲଗୁଡ଼ିକୁ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ପୂରା ହଇଚଇ ସୃଷ୍ଟି ହୋଇଛି। ପୁଲିସ୍‌ ସହ ଅନ୍ୟ ସୁରକ୍ଷା ଏଜେନ୍ସି ଓ ଡଗ ସ୍କ୍ୱାଡ
Read More...

କିଛି ଘଣ୍ଟାପରେ ମ୍ୟାଚ ଷ୍ଟାଡିୟମରେ ନାହିଁ ବିଜୁଳି

ଷ୍ଟାଡିୟମରେ ଲାଇନ୍‌ ନାହିଁ । ଆଉ କିଛି ଘଣ୍ଟା ପରେ ମ୍ୟାଚ୍‌, ଷ୍ଟାଡିୟମରେ ନାହିଁ ବିଜୁଳି ସଂଯୋଗ । ରାୟପୁର ସହିଦ ବୀରନାରାୟଣ ସିଂ ଷ୍ଟାଡିୟମରେ ଅଭାବନୀୟ ସ୍ଥିତି ଦେଖିବାକୁ ମିଳିଛି । ରାୟପୁର ଷ୍ଟାଡିୟମର ଏଭଳି ସ୍ଥିତି ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି ।ରାୟପୁର ଷ୍ଟାଡିୟମରେ
Read More...

ପାରାଦ୍ୱୀପ ବନ୍ଦରରେ ସନ୍ଦିଗ୍ଧ ପ୍ୟାକେଟ୍

ପାରାଦ୍ୱୀପ ବନ୍ଦରରେ ମିଳିଲା ସନ୍ଦିଗ୍ଧ ପ୍ୟାକେଟ୍ । ବର୍ଥରେ ଲାଗିଥିବା ଏକ ଜାହାଜ ଭିତରୁ ମିଳିଛି ୮ଟି ସନ୍ଦେହଜନକ ପ୍ୟାକେଟ୍ । ଜାହାଜରେ ପୋଲିସ, ସିଆଇଏସଏଫ ଓ ଡଗ୍ ସ୍କ୍ୱାଡ୍ ପକ୍ଷରୁ ଯାଞ୍ଚ କରାଯାଇଛି । ଜବତ ୮ ଟି ପ୍ୟାକେଟ୍ କଷ୍ଟମ୍ସ ବିଭାଗକୁ ହସ୍ତାନ୍ତର କରାଯାଇଛି । ପିଆଇସିଟି
Read More...

ଘଟଗାଁ ରାସ୍ତା ଦୁର୍ଘଟଣାରେ ଶୋକ ପ୍ରକାଶ ସହ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ଘଟଗାଁ ନିକଟରେ ଏକ ସଡକ ଦୁର୍ଘଟଣାରେ ୮ ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା
Read More...