ଓଡ଼ିଶା ସଙ୍ଗୀତ ନାଟକ ଏକାଡେ଼ମୀ ସଦସ୍ୟ ଭାବରେ ଗୁରୁ ରଘୁନାଥ ପାତ୍ର ମନୋନୀତ

ଗଜପତି : ଓଡ଼ିଶା ସରକାରଙ୍କ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ଅଧିନରେ ଥିବା ଓଡ଼ିଶା ସଙ୍ଗୀତ ନାଟକ ଏକାଡେ଼ମୀର ନୂତନ ସାଧାରଣ ପରିଷଦ ଗଠିତ ହୋଇଛି, ଏଥିରେ ଗଜପତି ଜିଲ୍ଲା ତଥା ଓଡିଶାର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଗୁରୁ ରଘୁନାଥ ପାତ୍ର ସଦସ୍ୟ ଭାବରେ ମନୋନୀତ ହୋଇଛନ୍ତି। ଦୀର୍ଘ ବର୍ଷ
Read More...

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଦରମା

ଭୁବନେଶ୍ୱର : ଅଙ୍ଗନବାଡ଼ି କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ତା’ ସହିତ ଅଙ୍ଗନବାଡ଼ି ସହାୟିକାଙ୍କ ପାରିଶ୍ରମିକ ବଢ଼ିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଛନ୍ତି ଏହି ଘୋଷଣା। ଏହା ଦ୍ୱାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡ଼ି କର୍ମୀ, ମିନି
Read More...

ସୋଲାର ଯୋଜନାକୁ କ୍ୟାବିନେଟ ଅନୁମତି , ମିଳିବ ୩୦୦ ୟୁନିଟ ମାଗଣା ବିଜୁଳି

ନବୀକରଣ ଯୋଗ୍ୟ ଶକ୍ତିକୁ ପ୍ରୋତ୍ସାହିତ କରିବା ପାଇଁ ଆଜି କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା ଉପରେ ଆଜି କେନ୍ଦ୍ର କ୍ୟାବିନେଟର ମୋହର ବାଜିଛି। ଏହି ଯୋଜନା ଅଧୀନରେ ଛାତ ଉପରେ ସୋଲାର ସିଷ୍ଟମ ବ୍ୟବସ୍ଥା ପାଇଁ ୧ କୋଟି ପରିବାରକୁ ୭୮
Read More...

ସମ୍ବଲପୁରରେ ବଢିଚାଲିଛି ସାଇବର ଅପରାଧ

ସମ୍ବଲପୁର: ସମ୍ବଲପୁରରେ ସାଇବର୍‌ ଠକେଇ କମିବା ନାଁ ଧରୁନି। ଅପରାଧୀ ଧରା ନ ପଡ଼ିବାକୁ ବଢ଼ୁଥିବା ସାଇବର ଠକେଇ ସମ୍ବଲପୁରବାସୀଙ୍କ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଏସବୁ ମଧ୍ୟରେ ବୁର୍ଲା ସୌରଭ ବିହାରରେ ରହୁଥିବା ରାମଗୋପାଳ ପାଣିଗ୍ରାହୀ କ୍ଲୋନିଂ ୱେବ୍‌ସାଇଟ୍‌ ମାଧ୍ୟମରେ ସାଇବର୍‌ ଠକେଇର
Read More...

ଯାତ୍ରୀଙ୍କର ହେଲା ମୃତ୍ୟୁ: ଏୟାର ଇଣ୍ତିଆ ଗଣିବ ଜରିମାନା, ଡିଜିସିଏ ଦେଲା ନିର୍ଦ୍ଦେଶ

ହ୍ୱିଲ୍ ଚେୟାର ନ ମିଳିବାରୁ ୮୦ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ମାମଲା । ଘରୋଇ ବିମାନ ସେବା ପ୍ରଦାନକାରୀ ସଂସ୍ଥା ଏୟାର ଇଣ୍ତିଆ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ।ଡିଜି ଇଣ୍ଡିଆ ଏୟାର ଇଣ୍ଡିଆ ଉପରେ ୩୦ ଲକ୍ଷ ଟଙ୍କା
Read More...

ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଛେଦ ! ପଦ୍ମ ଶିବିରରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର: ବିଜେପିରେ ମିଶିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଆଜି ପ୍ରଶାନ୍ତ ବିଧିବଦ୍ଧ ଭାବରେ ପଦ୍ମ ଧରିଛନ୍ତି । ସମର୍ଥକଙ୍କ ସହ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପଦ୍ମ ଧରିଛନ୍ତି ପ୍ରଶାନ୍ତ । ବିଜେପି ସହପ୍ରଭାରୀ ଲତା ଉସେଣ୍ଡି, ସାଂସଦ ଅପରାଜିତା ଷଡ଼ଙ୍ଗୀ, ପୃଥ୍ୱୀରାଜ
Read More...

ସେଞ୍ଚୁରିଅନ୍‌ ବିଶ୍ୱବିଦ୍ୟାଳୟର ସ୍କୁଲ୍‌ ଅଫ୍‌ ଫିଶେରୀକୁ ଆଇସିଏଆରର ମାନ୍ୟତା

ପାରଳାଖେମୁଣ୍ଡି : ଓଡିଶାର ପାରାଲାଖେମୁଣ୍ଡିରେ ଅବସ୍ଥିତ ସେଞ୍ଚୁରିଅନ୍‌ ବିଶ୍ୱବିଦ୍ୟାଳୟର ସ୍କୁଲ୍‌ ଅଫ୍‌ ଫିଶେରୀ ବିଭାଗରେ ପଢାଯାଉଥିବା ସ୍ନାତକୋତ୍ତର ମତ୍ସ୍ୟ ବିଜ୍ଞାନ (ବିଏଫଏସ୍‌ସି) ଡିଗ୍ରୀ କାର୍ଯ୍ୟକ୍ରମକୁ ଭାରତୀୟ କୃଷି ଅନୁସନ୍ଧାନ ପରିଷଧ(ଆଇସିଏଆର୍‌)ରୁ ଅନୁମୋଦନ ଲାଭ କରିଛି
Read More...

ଗ୍ରାମ ରୋଜଗାର ସେବକଙ୍କୁ ପଦୋନ୍ନତି,ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ଦାରିଙ୍ଗବାଡ଼ି ଜିଆରଏସ ସଙ୍ଘ

ଦାରିଙ୍ଗବାଡ଼ି :ରାଜ୍ୟ ସରକାର ରାଜ୍ୟ କ୍ୟାବିନେଟରେ ନେଇଥିବା ନିଷ୍ପତ୍ତି ଅନୁସାରେ ରାଜ୍ୟର ୩୧୪ବ୍ଲକରେ କାର୍ଯ୍ୟରତ ଗ୍ରାମ ରୋଜଗାରସେବକ ମାନଙ୍କୁ ଯେଉଁମାନେ ୫ବର୍ଷ କାର୍ଯ୍ୟକାଳ କରିଛନ୍ତି ସେମାନଙ୍କୁ ଅକାଉଣ୍ଟାଣ୍ଟ ସହିତ ଡାଟା ଅପରେଟର ଭାବେ ପଦୋନ୍ନତି କରିଥିବା ନେଇ ଘୋଷଣା କରିଛନ୍ତି ।
Read More...

ଜିଲ୍ଲାପାଳ ଅଫିସ ଘେରିଲା ପୁରୀ ବିଜେପି ମହିଳା ମୋର୍ଚ୍ଚା

ପୁରୀ : ପୁରୀରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ପୁରୀ ଜିଲାପାଳଙ୍କ ଅଫିସ ଘେରାଉ କରାଯାଇଛି । ଏସ ଏଚ୍‌ ଜି ମହିଳା ଗୋଷ୍ଠୀଙ୍କୁ ସରକାର ଋଣ ଦେବାରେ ପାତରଅନ୍ତର ନିତି ପ୍ରତିବାଦରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ଏହି ପ୍ରତିବାଦ ସଭା
Read More...

ଟାକରା ଗ୍ରାମ ପଞ୍ଚାୟତରେ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ

ଦଶପଲ୍ଲା : ଆଗାମୀ ନିର୍ବାଚନକୁ ଆଖି ଆଗରେ ରଖି ପ୍ରତି ପଂଚାୟତର ପ୍ରତି ଘରେ ଘରେ ନିଜର ସ୍ଥିତିକୁ ଜାହିର କରିବା ପାଇଁ ବିଜେଡି ପକ୍ଷରୁ ଘରେ ଘରେ ଶଂଖ କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରତି ଘରକୁ ଘର ବୁଲି ସଚେତନତା ଓ ସରକାରଙ୍କର ଲୋକାଭିମୁଖୀ କାର୍ଯ୍ୟକୁ ପ୍ରତି ପରିବାରରେ ପହଞ୍ଚାଇ ଆଗାମୀ
Read More...