ଜିଲ୍ଲା ପ୍ରଶାସନ ପକ୍ଷରୁ ମୁଖ୍ୟମନ୍ତ୍ରୀ ସଂପୂର୍ଣ୍ଣ ପୁଷ୍ଟି ଯୋଜନା ଶୁଭାରମ୍ଭ
ବୌଦ୍ଧ,୨୬/୧୨:- ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଓ ଜିଲ୍ଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ ଅଙ୍ଗନୱାଡି କେନ୍ଦ୍ର ବଘିଆପଡା ଠାରେ ଆଜି ମୁଖ୍ୟମନ୍ତ୍ରୀ ସଂପୂର୍ଣ୍ଣ ପୁଷ୍ଟି ଯୋଜନାର ଶୁଭାରମ୍ଭ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ ଯୋଗ!-->…
Read More...
Read More...