ଟନେଲରୁ ବାହାରିବାପରେ ୧୭ ଦିନର ଲୋମଟାଙ୍କୁରା ଅନୁଭୂତି ବଖାଣିଲେ ଓଡ଼ିଆ ଶ୍ରମିକ
୧୭ ଦିନର ଅହୋରାତ୍ର ସଂଗ୍ରାମ ପରେ ଶେଷରେ ଅସମ୍ଭବ ସମ୍ଭବରେ ପରିଣତ ହୋଇଛି । ଟନେଲର ଅନ୍ଧକାରରୁ ବାହାରି ଆଲୋକ ଦେଖିଛନ୍ତି ୪୧ ଜଣ ଶ୍ରମିକ। ଉତ୍ତରାଖଣ୍ଡର ଉତ୍ତରକାଶୀର ଟନେଲ ଭିତରେ ଫସି ରହିଥିବା ସମସ୍ତ ୪୧ ଶ୍ରମିକଙ୍କୁ ଗତକାଲି ରାତିରେ ସୁରକ୍ଷିତ ଭାବେ ଉଦ୍ଧାର କରାଯିବା ପରେ ସମଗ୍ର!-->…
Read More...
Read More...