ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା-୨୦୨୩
ଚମ୍ପୁଆ: କୃଷିି ଜିଲା ଚମ୍ପୁଆ ଆନୁକୁଲ୍ୟାରେ ଚମ୍ପୁଆ ପଂଚାୟତ ସମିତି ପରିସରରେ ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ୨୦୨୩ ଅନୁଷ୍ଠିତ ହୋଇଯାଇଛି । ୩ ଦିନ ଧରି ଅନୁଷ୍ଠିତ ଏହି ମେଳାକୁ ଚମ୍ପୁଆ ବିଧାୟିକା ମିନାକ୍ଷୀ ମହାନ୍ତ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । କୃଷି ଓ କୃଷକର!-->…
Read More...
Read More...