ପ୍ରେସ ଦିବସରେ ‘କୃତ୍ରିମ ବୁଦ୍ଧିମତା ଯୁଗରେ ଗଣମାଧ୍ୟମ’ ଶୀର୍ଷକ ଉପରେ ଆଲୋଚନାଚକ୍ର:
ଜିଲ୍ଲା ପ୍ରଶାସନ ତରଫରୁ

ବୌଦ୍ଧ,୧୬/୧୧ - ଜିଲ୍ଳା ସୂଚନା ଓ ଲୋକସଂପର୍କ ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ଆଜି ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ ଯୋଗଦେଇଥିଲେ । ସମ୍ମାନୀତ ଅତିଥି ଭାବେ ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ
Read More...

ଗଜପତି ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ପାରଳଖେମୁଣ୍ଡି ସଦର ମହକୁମାର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଗଜପତି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଯୋଗଦାନ କରି ନିଜ ବକ୍ତବ୍ୟରେ ଜଣାଇଥିଲେ ଯେ,
Read More...

ବୃଦ୍ଧାଶ୍ରମରେ ସାମ୍ବାଦିକ ପାଳିଲେ ଜାତୀୟ ପ୍ରେସ ଦିବସ

ଚମ୍ପୁଆ, ୧୬ ।୧୧: ଚମ୍ପୁଆ ଗଣମାଧ୍ୟମ ପ୍ରତିନିଧି ମାନଙ୍କ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ନିଆରା ଢଙ୍ଗରେ ଗଣମାଧ୍ୟମ ପ୍ରତିନିଧିମାନେ ଏହି ଦିବସ ବୃଦ୍ଧା ଆଶ୍ରମରେ ପାଳିବା ସହିତ ବୃଦ୍ଧା ଓ ବୃଦ୍ଧମାନଙ୍କ ସହିତ ଭାବ ଆଦାନ ପ୍ରଦାନ କରିଥିଲେ । ସୂଚନା ଅନୁସାରେ ବରିଷ୍ଠ
Read More...

ଓଡ଼ିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ୍‌ ଦିବସ ପାଳିତ

ସୁବର୍ଣ୍ଣପୁର : ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସଭାଗୃହ ଠାରେ ଓଡିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଜିଲ୍ଲା ଶାଖା ପକ୍ଷରୁ ଜାତୀୟ ପ୍ରେସ୍‌ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ଶାଖା ସଭାପତି ମନୋରଞ୍ଜନ ତ୍ରିପାଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ସୂଚନା ଓ
Read More...

ଗୋଟିଏ ରାତ୍ରିରେ ତିନି ମନ୍ଦିରରୁ ଚୋରି

ହରଭଙ୍ଗା: ବିଜ୍ଞାନ ଯୁଗରେ ମନୁଷ୍ୟ ଧର୍ମ ଛାଡିବା ସହିତ ବିଭିନ୍ନ ଦେବଦେବୀଙ୍କୁ ନ ମାନି ମନ୍ଦିର, ମସଜିଦ ଭାଙ୍ଗି ବିଧର୍ମୀ ହେବା ସହିତ ସଂସ୍କୃତି ଓ ପରମ୍ପରାକୁ ବିଲୁପ୍ତ କରିବାରେ ପଛାଉ ନାହାଁନ୍ତି । ଏମିତି ଏକ ନିଛାଟ ସତ୍ୟ ଘଟଣା ଆଜି ଦେଖିବାକୁ ମିଳିଛି ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକରେ
Read More...

ବାଲିଗୁଡ଼ା ବନାଞ୍ଚଳର ଲଣ୍ଡାଗାଁ ଅଞ୍ଚଳରେ ୮ଟିକିଆ ହାତୀପଲ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନାଞ୍ଚଳର ଖମଣଖୋଲ ଅଞ୍ଚଳରେ ଆଠଟିକିଆ ହାତୀପଲ । ପଡୋଶୀ ବୌଦ୍ଧ ଜିଲ୍ଲା କଣ୍ଟାମାଳ ଅଞ୍ଚଳରୁ ଏହି ହାତୀପଲ କନ୍ଧମାଳ ସିମାନ୍ତ ଖମଣଖୋଲ ଅଞ୍ଚଳକୁ ପଶି ଆସିଥିବା ଜଣାପଡ଼ିଛି । ସେପଟେ ହାତୀପଲକୁ ଟ୍ରାକ୍‌ କରିବା ସହ ଘଉଡ଼ାଇବାକୁ ଉଦ୍ୟମ ଯାରି ରଖିଛି
Read More...

ବୌଦ୍ଧରେ ମାଛଚାଷ ସମ୍ବନ୍ଧୀୟ ସଚେତନତା ଓ ପ୍ରଶିକ୍ଷଣ ଶିବିର

ବୌଦ୍ଧ,୧୫/୧୧:- ସ୍ଥାନୀୟ ଟାଉନହଲ ଠାରେ ଅନନ୍ୟା ଏବଂ କେନ୍ଦ୍ରୀୟ ମଧୁରଜଳ ଗବେଷଣା ପ୍ରତିଷ୍ଠାନ ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରର ମୁଖ୍ୟ ବିଷୟବସ୍ତୁ ଥିଲା ମଧୁରଜଳ ମାଛଚାଷ ସମ୍ବନ୍ଧିତ ସଚେତନତା କାର୍ଯ୍ୟକ୍ରମ । ଏଥିରେ ମୁଖ୍ୟଅତିଥି
Read More...

ଆସନ୍ତାକାଲି ଠାରୁ ତୃତୀୟ ମା ଭୈରବୀ ମହୋତ୍ସବ

ହରଭଙ୍ଗା,୧୫/୧୧: ବୌଦ୍ଧ ଜିଲ୍ଲା ହରଭଙ୍ଗା ଠାରେ ଆସନ୍ତାକାଲି ଠାରୁ ଆରମ୍ଭ ହେବ ବୌଦ୍ଧ ଜିଲ୍ଲା ଅଧିଷ୍ଠାତ୍ରୀ ଦେବୀ ପୁରୁଣାକଟକ ବାସିନୀ ମା ଭୈରବୀ ମହୋତ୍ସବ । ଏହି ମହୋତ୍ସବ ନଭେମ୍ବର ମାସ ୧୬ତାରିଖ ଠାରୁ ଆରମ୍ଭ ହୋଇ ୨୧ତାରିଖ ପଯ୍ୟନ୍ତ ହେବା ନେଇ କମିଟି ପକ୍ଷରୁ ସୂଚନା ଦିଆଯାଇଛି ।
Read More...

ବିଜେପି ବୌଦ୍ଧ ଜିଲ୍ଲା ତରଫରୁ ହରଭଙ୍ଗା ବ୍ଲକ୍‌ ଘେରାଉ

ବୌଦ୍ଧ,୧୫/୧୧: ଭାରତୀୟ ଜନତା ପାର୍ଟି ବୌଦ୍ଧ ଜିଲ୍ଲା ତରଫରୁ ଆୟୋଜିତ ଜନ ଆକ୍ରୋଶ କାର୍ଯ୍ୟକ୍ରମ ହରଭଙ୍ଗା ବ୍ଲକ୍‌ ଅଫିସ୍‌ ସମ୍ମୁଖରେ ବିକ୍ଷୋଭ ଧାରଣା ସହିତ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ବିଜେପି ସଭାପତି ବିପ୍ର ଚରଣ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି
Read More...

ପାତାଳୀ ବ୍ରହ୍ମ ଆଧାରିତ ଆଧ୍ୟାତ୍ମିକ ଚିତ୍ରକଳା ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର: ସୋନପୁରର ଇତିହାସ-ପ୍ରସିଦ୍ଧ ପାତାଳୀ ଶ୍ରୀକ୍ଷେତ୍ର ଠାରେ ଦୁଇଦିନିଆ ଆଧ୍ୟାତ୍ମିକ ଚିତ୍ରକଳା ଶିବିର ଆଜି ଅପରାହ୍ନରେ ଉଦଯାପିତ ହୋଇଯାଇଛି । ୧୪ ତାରିଖ ପୂର୍ବାହ୍ନରେ ଶ୍ରୀଜଗନ୍ନାଥଙ୍କ ନିକଟରେ ପୂଜାର୍ଚ୍ଚନା, ନୈବେଦ୍ୟ ଅର୍ପଣ ଓ ଆଳତି ପରେ ଏହି ଶିବିରର ଶୁଭାରମ୍ଭ ହୋଇଥିଲା ।
Read More...