ପଡିଲା ମାଥ୍ୟୁସ୍‌ ଙ୍କ ଅଭିଶାପ! , ଆହତ ହେତୁ ବିଶ୍ବକପରୁ ବାଦ୍ ପଡିଲେ ଏହି କ୍ରିକେଟର

କ୍ରିକେଟ ଇତିହାସରେ ପ୍ରଥମ ଥର ପାଇଁ କୌଣସି ବଲ୍ ନ ଖେଳି ବି ଆଉଟ୍ ହୋଇଛନ୍ତି ଶ୍ରୀଲଙ୍କା ବ୍ୟାଟ୍ସମ୍ୟାନ୍ ମାଥ୍ୟୁସ୍ । ଚଳତି ବିଶ୍ୱକପରେ ଶ୍ରୀଲଙ୍କା ବାଂଲାଦେଶ ବିପକ୍ଷ ମ୍ୟାଚ୍ ସମୟରେ ଏଭଳି କିଛି ଦେଖିବାକୁ ମିଳିଥିଲା।ଟାଇମ୍ ଆଉଟ୍ ହୋଇଥିଲେ ଆଞ୍ଜେଲୋ ମାଥ୍ୟୁସ୍ । ଏହା ପରେ ଏହାକୁ ନେଇ
Read More...

ଛତିଶଗଡ଼ ଓ ମିଜୋରାମରେ ବିଧାନସଭା ନିର୍ବାଚନ: ଡ୍ରୋନ୍ ଜଗିଛି ମତଦାନ କେନ୍ଦ୍ର

ଆଜି ଛତିଶଗଡ଼ରେ ବିଧାନସଭା ନିର୍ବାଚନ । ପ୍ରଥମ ପର୍ଯ୍ୟାୟରେ ୨୦ ଟି ଆସନ ପାଇଁ ଭୋଟ୍ ଗ୍ରହଣ ହେବ । ମୋଟ୍ ୭ଟି ଜିଲ୍ଲାରେ ଏହି ନିର୍ବାଚନ ମଣ୍ଡଳୀ ଗୁଡ଼ିକ ରହିଛି । ମାଓବାଦୀ ପ୍ରଭାବିତ ବସ୍ତର ଡିଭିଜନ୍ ସମେତ ରାଜନନ୍ଦଗାଓଁ, ମୋହଲା-ମାନପୁର-ଅମ୍ବାଗଡ଼ଚୌକି, କବିରଧାମ ଏବଂ
Read More...

ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ପୁରୀ : ପୂର୍ବତନ ବାଚସ୍ପତି ତଥା ପୁରୀର ପୂର୍ବତନ ବିଧାୟକ ମହେଶ୍ୱର ମହାନ୍ତିଙ୍କ ପରଲୋକ । ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି । ସେ ବ୍ରେନ୍‌ ଷ୍ଟ୍ରୋକ ଯୋଗୁ ଚିକିତ୍ସା ହେଉଥିଲେ । ଗତ ୩୧ ତାରିଖରୁ ଚିକିତ୍ସିତ ହେଉଥିଲେ । ତାଙ୍କ୍‌ ଅବସ୍ଥା ବେଶ୍‌ ଗୁରୁତର ଥିଲା ।
Read More...

ଡ଼ଃ ନୃସିଂହାନନ୍ଦ ମହାପାତ୍ର ପାଇଲେ ସନ୍ଥକବି ଭୀମଭୋଇ ସମ୍ମାନ

ଫୁଲବାଣୀ : କନ୍ଧମାଳର ବିଶିଷ୍ଠ କବି, ସୁସାହିତ୍ୟିକ, ଗବେଷକ, ସଂଗଠକ ଡ଼ଃ ନୃସିଂହାନନ୍ଦ ମହାପାତ୍ର ଗଞ୍ଜାମର ବାଲିପଦର ସ୍ଥିତ ଭୀମଭୋଇ ସାହିତ୍ୟ ଓ ସଂସ୍କୃତି ପରିଷଦ ତରଫରୁ ସନ୍ଥକବି ସାରସ୍ୱତ କାବ୍ୟ ପ୍ରତିଭା ସମ୍ମାନରେ ସମ୍ମାନୀତ ହୋଇଛନ୍ତି । ଅନୁଷ୍ଠାନ ଦ୍ୱାରା ଆୟୋଜିତ ଆଞ୍ଚଳିକ
Read More...

ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣି ଶିବିର

ନବରଙ୍ଗପୁର: ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଶିବିର ନବରଙ୍ଗପୁର ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି । ଏହି ଜନଶୁଣାଣି ଶିବିର ବିଭିନ୍ନ ଅଞ୍ଚଳରୁ ନିଜ ନିଜର ବ୍ୟକ୍ତିଗତ, ସାମୁହିକ ସମସ୍ୟା, ଆପତ୍ତି, ଅଭିଯୋଗ ଜଣାଇବା ପାଇଁ ଆସିଥିବା ମୋଟ ୫୮
Read More...

କଟକ ଜିଲ୍ଲାରେ “ସେବାଶ୍ରୀ ସମ୍ମାନ’ରେ ସମ୍ମାନିତ ହେଲେ ସାମ୍ବାଦିକ ବିଭୁଦତ୍ତ

ହରଭଙ୍ଗା : କଟକ ଜିଲ୍ଲା ନରସିଂହପୁର ମହୋତ୍ସବ ପଡ଼ିଆରେ ଅନୁଷ୍ଠିତ ହୋଇଥିବା "ସେବା ମହୋତ୍ସବ' କାର୍ଯ୍ୟକ୍ରମରେ ସେବଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଛନ୍ତି ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍‌ର ବରିଷ୍ଠ ସାମ୍ବାଦିକ ବିଭୁଦତ୍ତ ବୋଷ । ଗତକାଲି ନରସିଂହପୁର ମହୋତ୍ସବ ପଡ଼ିଆରେ ସେବାମହୋତ୍ସବ
Read More...

ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ଓଡିଶା ମିଲେଟ ମିଶନ–୨୦୨୩

ପୁରୀ : ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଓ ଓଡିଶା ମିଲେଟ ମିଶନ ସୋମବାର ସ୍ଥାନୀୟ ପୁଲିସ ନୋଡାଲ ହାଇସ୍କୁଲ ଓ ଗୋପବନ୍ଧୁ ଆୟୁର୍ବେଦ କଲେଜଠାରେ ଅନୁଷ୍ଠିତ ହୋଇଛି । ଶିଶୁ ମହୋତ୍ସବ ‘ସୁରଭି- ୨୦୨୩' କାର୍ଯ୍ୟକ୍ରମ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡିଶା ସରକାରଙ୍କର ଏକ ଅଭିନବ
Read More...

କନ୍ଧମାଳ, ଅନୁଗୋଳ ଓ ଗଜପତି ଜିଲ୍ଲାରେ “ଆମ ଓଡିଶା ନବୀନ ଓଡିଶା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:୨ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ
Read More...

ତୀରନ୍ଦାଜରେ ବୌଦ୍ଧର କୃତିତ୍ୱ

ବୌଦ୍ଧ,୬/୧୧:- କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ଦ୍ୱାରା ହାଇଦ୍ରାବାଦରେ ଆୟୋଜିତ ୫୭ତମ ଜାତୀୟ ଓ ଆଞ୍ଚଳିକ ଖେଳ ପ୍ରତିଯୋଗିତା ୨୦୨୩-୨୪ରେ ତୀରନ୍ଦାଜ ଖେଳରେ (ବାଳକ ବିଭାଗ) ବୌଦ୍ଧ କେନ୍ଦ୍ରୀୟ ବିଦ୍ୟାଳୟର ଏକାଦଶ ଶ୍ରେଣୀର ସୁରଜ କୁମାର ମେହେର ୪୦ ମିଟରରେ ପ୍ରଥମ ସ୍ଥାନ ଅଧିକାର କରି
Read More...

ଦିଲ୍ଲୀକୁ ଫେରିଲା ଯୁଗ୍ମ-ଅଯୁଗ୍ମ ଫର୍ମୂଲା: ୧୩ରୁ ୨୦ ତାରିଖ ପର୍ଯ୍ୟନ୍ତ କଡ଼ାକଡ଼ି ହେବ ନୂଆ ନିୟମ

ଦିଲ୍ଲୀକୁ ପୁଣି ଫେରିଲା ଯୁଗ୍ମ-ଅଯୁଗ୍ମ ଫର୍ମୂଲା । ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତି ନିଆଯାଇଛି । ସରକାରଙ୍କ ନିଷ୍ପତି ଅନୁସାରେ, ନଭେମ୍ବର ୧୩ ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜଧାନୀରେ ଯୁଗ୍ମ-ଅଯୁଗ୍ମ ଫର୍ମୂଲା ଲାଗୁ ହେବ । ଏହାସହ
Read More...