ବିଜେଡିର ଆରମ୍ଭ ହେଲା ଜନସମ୍ପର୍କ ପଦଯାତ୍ରା

ଫୁଲବାଣୀ: ଆଜି ହେଉଛି ପବିତ୍ର ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ଏହି ଅବସରରେ କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ମହକୁମା ଠାରେ ଫୁଲବାଣୀ ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳର ଚାରୋଟି ବ୍ଲକ ଏବଂ ମୁନିସିପାଲିଟିକୁ ନେଇ ଦଶ ଦିନିଆ ଜନସମ୍ପର୍କ ପଦଯାତ୍ରା ଜିଲ୍ଳା ସଭାପତି ସରୋଜ କର୍ଣ୍ଣଙ୍କ
Read More...

ଆରଢିପା ପାଇଲା ଶ୍ରେଷ୍ଠ ପାଣି ପଞ୍ଚାୟତ ପୁରସ୍କାର

ଚମ୍ପୁଆ: ଓଡିଶା ଉଠା ଜଳସେଚନ ନିଗମରେ ୫୧ ତମ ପ୍ରତିଷ୍ଠା ଦିବସରେ ଚମ୍ପୁଆ ଉଠା ଜଳସେଚନ ବିଭାଗରେ କଙ୍କଡା ଗ୍ରାମର ଆରଢିପା ପାଣି ପଞ୍ଚାୟତକୁ ଶ୍ରେଷ୍ଠ ପାଣି ପଂଚାୟତ ଭାବେ ପୁରସ୍କୃତ କରାଯାଇଛି । ଗୁରୁ କେଳୁଚରଣ ମହାପାତ୍ର ଓଡିଶା ଗବେଷଣା କେନ୍ଦ୍ର ଭୁବନେଶ୍ୱର ଅନୁଷ୍ଠିତ ପ୍ରତିଷ୍ଠା
Read More...

ଗାନ୍ଧୀ ଜୟନ୍ତୀରେ ଦଳିତ ବର୍ଗର ୫ ଜଣ ବିଶେଷ ବ୍ୟକ୍ତି ସମ୍ବର୍ଦ୍ଧିତ

ସମ୍ବଲପୁର: ସମଗ୍ର ଦେଶରେ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଜୀଙ୍କ ଜୟନ୍ତୀ ମହାସମାରୋହରେ ପାଳନ କରାଯାଉଥିବା ବେଳେ, ସମ୍ବଲପୁରରେ ଭାଜପା ପକ୍ଷରୁ ସ୍ଥାନୀୟ କମିଶନର୍ସ କଲୋନୀ ଗାନ୍ଧୀ ଶିଶୁ ଉଦ୍ୟାନ ସ୍ଥିତ ମହାତ୍ମା ଗାନ୍ଧୀଜୀଙ୍କ
Read More...

ସାଇବର ସୁରକ୍ଷା ସଚେତନତା ରଥ ଉଦଘାଟିତ

ପୁରୀ : ଆଜି ଅପରାହ୍ନରେ ପୁରୀ ଟାଉନ ଥାନା ସମ୍ମୁଖରେ ସାଇବର ସୁରକ୍ଷା ରଥକୁ ଜିଲ୍ଲାପାଳ ସମର୍ଥ ବର୍ମା ଓ ଏସପି ଡା କନୱର ବିଶାଲ ସିଂ ପତାକା ଦେଖାଇ ଉଦଘାଟନ କରିଛନ୍ତି ।ଏହି ରଥ ସାଇବର ଠକେଇ ସମ୍ପର୍କରେ ଲୋକ ମାନଙ୍କୁ ସଚେତନ କରାଇବା ସହ ସାଧାରଣ ଜନତାଙ୍କ ଦାୟିତ୍ୱ ସମ୍ପର୍କରେ ମଧ୍ୟ ଅବଗତ
Read More...

୪୩ ବର୍ଷରେ ପଦାର୍ପଣ : ଭଙ୍ଗା ଗୃହରେ ବିପଦସଙ୍କୁଳ ଅବସ୍ଥାରେ ବାରଣ୍ଡାରେ ଚାଲିଛି ଶିକ୍ଷାଦାନ, ପ୍ରଶାସନର ନିଘା ନାହିଁ

ବାଲିଗୁଡ଼ା: ଭଙ୍ଗା ଶ୍ରେଣୀ ଗୃହରେ ବିପଦ ସଂକୁଳ ଅବସ୍ଥାରେ ଏବଂ ବାରଣ୍ଡାରେ ଭବିଷ୍ୟତ ଗଢା ଚାଲିଛି । ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଳକରେ । ସିନ୍ଦ୍ରିଗାଁ ଗ୍ରାମ ପଞ୍ଚାୟତର ମେଣ୍ଡିପାଙ୍ଗା ପ୍ରାଥମିକ ବିଦ୍ୟାଳୟ ବର୍ତ୍ତମାନ ୪୩ ବର୍ଷରେ ପଦାର୍ପଣ
Read More...

ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ-୨୦୨୩ ପାଳିତ

ଫୁଲବାଣୀ : ଜିଲ୍ଲା ପ୍ରଶାସନ କନ୍ଧମାଳ ଓ ଓଡ଼ିଶା ସରକାରଙ୍କର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ପରିସରରେ ଆଜି ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ-୨୦୨୩ ମହାସମାରୋହର ସହିତ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ
Read More...

ରାସ୍ତା କଡ଼ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ଉଲୁଣ୍ଡା: ନବଜାତ ଶିଶୁପୁତ୍ର ଉଦ୍ଧାର । ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଅନ୍ତର୍ଗତ ଟେଭାପଦର ଗାଁମୁଣ୍ଡ ରାସ୍ତାରୁ ଆଜି ସକାଳୁ ଏହି ନବଜାତ ଶିଶୁପୁତ୍ରଟି ଉଦ୍ଧାର ହୋଇଛି । ରାତିରେ ଜନ୍ମ ହୋଇଥିବା ଏହି ଶିଶୁପୁତ୍ରଟିକୁ କେହି ଏକ ବ୍ୟାଗରେ ପୁରାଇ ରାସ୍ତାକଡରେ ରଖି ଦେଇଥିବାବେଳେ ଗାଁର
Read More...

ବୌଦ୍ଧ ମହାନଦୀ ଆଳତୀ ଘାଟରେ ସ୍ୱଚ୍ଛତା ପାଇଁ ଶ୍ରମଦାନ କାର୍ଯ୍ୟକ୍ରମ

ବୌଦ୍ଧ,୧/୧୦:- ଭାରତ ସରକାରଙ୍କ ପକ୍ଷରୁ ଆଜି ନିଜ ପରିସରରେ ସ୍ୱଚ୍ଛତା ପାଇଁ ଶ୍ରମଦାନ କରିବାକୁ ପରାମର୍ଶ ଦିଆଯାଇଛି । ଭାରତ ସ୍ୱାଭିମାନ ନ୍ୟାସ ବୌଦ୍ଧ ଶାଖା ପକ୍ଷରୁ ମହାନଦୀ ଆଳତୀ ଘାଟ ପରିସରକୁ ସଫେଇ କରାଯାଇଥିଲା । ମହାନଦୀକୁ ପରିମଳ ମୁକ୍ତ ଓ ସ୍ୱଚ୍ଛ କରିବା ପାଇଁ ବ୍ୟବହାର କରୁଥିବା
Read More...

ରାଜ୍ୟ ବିଦ୍ୟାଳୟସ୍ତରୀୟ ବାସ୍କେଟବଲ ପ୍ରତିଯୋଗିତା ଉଦ୍‌ଯାପିତ ବାଳିକାରେ କଟକ ଓ ବାଳକରେ ଭୁବନେଶ୍ୱର ଚଂପିଆନ

ବୌଦ୍ଧ,୧/୧୦:- ଦୁଇଦିନ ଧରି ସ୍ଥାନୀୟ ଯୋଗୀନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିବା ରାଜ୍ୟ ବିଦ୍ୟାଳୟସ୍ତରୀୟ ବାସ୍କେଟବଲ ପ୍ରତିଯୋଗିତା ଆଜି ଉଦ୍‌ଯାପିତ ହୋଇଯାଇଛି । ରାଜ୍ୟ ବିଦ୍ୟାଳୟ କ୍ରୀଡାସଂଗଠନ ଓ ବୌଦ୍ଧ ଜିଲ୍ଲା କ୍ରୀଡା ସଂଗଠନର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି
Read More...

ମାତ୍ର ୧୪ ମିନିଟରେ ସଫେଇ ହେଲା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍‌

ପୁରୀ : ମାତ୍ର ୧୪ ମିନିଟରେ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍‌ର ମିରାକଲ କ୍ଲିନିଂ । ଏବେ ମାତ୍ର ୧୪ ମିନିଟ ଭିତରେ ପରବର୍ତ୍ତୀ ଯାତ୍ରା ପାଇଁ ପ୍ରସ୍ତୁତ ହେଇପାରୁଛି ବନ୍ଦେ ଭାରତ । ଆଜିଠାରୁ ଆରମ୍ଭ ହୋଇଛି ୧୪ ମିନିଟର ମିରାକଲ କ୍ଲିନିଂ । ଦିଲ୍ଲୀର ଆନନ୍ଦ ବଜାର, ଚେନ୍ନାଇ,ପୁରୀ ଏବଂ
Read More...