ରୋଟାରୀ କ୍ଲବ ପକ୍ଷରୁ ମା ଓ ଶିଶୁ ସୁରକ୍ଷା ସଚେତନତା
ଫୁଲବାଣୀ : ଫୁଲବାଣୀ ରୋଟାରୀ କ୍ଲବ ପକ୍ଷରୁ ଲୁହୁରୁବାଲି ସ୍ଥିତ ଅଙ୍ଗନବାଡି କେନ୍ଦ୍ର ପରିସରରେ ଶନିବାର ମା ଓ ଶିଶୁ ର ଯତ୍ନ ସମ୍ପର୍କିତ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା । ରୋଟାରୀ କ୍ଲବ ସଭାନେତ୍ରୀ ଶ୍ରୀମତୀ ବୀରା ଜିନି ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସମ୍ପାଦିକା!-->…
Read More...
Read More...