ଆଜି ଶ୍ରୀମନ୍ଦିରରେ ବଡଠାକୁରଙ୍କ ହରିହର ବେଶ
ପୁରୀ : ଆଜି ଶ୍ରୀମନ୍ଦିରରେ ବଡଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଛି । ଅବକାଶ ନୀତି ପରେ ବଡଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି । ବଡଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବାବେଳେ ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ । ଏହି!-->…
Read More...
Read More...